ସରକାରଙ୍କୁ ହସ୍ତାନ୍ତର କରାଗଲା ଜୟଲଳିତାଙ୍କ ସମ୍ପତ୍ତି

Spread the love

Spread the loveଚେନ୍ନାଇ,୧୬ା୨: ପୂର୍ବତନ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜେ. ଜୟଲଳିତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ମାମଲାରେ ଜବତ ହୋଇଥିବା ଜିନିଷପତ୍ର ରାଜ୍ୟ ସରକାରଙ୍କୁ ଆନୁଷ୍ଠାନିକ ଭାବରେ ହସ୍ତାନ୍ତର କରାଯାଇଛି। କୋର୍ଟଙ୍କ ନିର୍ଦ୍ଦେଶ ପରେ କରାଯାଇଥିବା ଏହି ହସ୍ତାନ୍ତର ଦଶନ୍ଧି ଧରି ଚାଲିଥିବା … Read More

‘ମହାକୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ’

Spread the love

Spread the loveପାଟନା,୧୬।୨: ମହାକୁମ୍ଭକୁ ନେଇ ଆରଜେଡି ମୁଖ୍ୟ ତଥା ପୂର୍ବତନ ରେଳମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଏକ ବଡ଼ ବୟାନ ଦେଇଛନ୍ତି। କୁମ୍ଭ ବହୁତ ଫାଲ୍‌ତୁ, ଏହାର କୌଣସି ଅର୍ଥ ନାହିଁ ବୋଲି ସେ କହିଛନ୍ତି। ଏଥିସହ ନୂଆଦିଲ୍ଲୀ ରେଳ … Read More

ରାଜ୍ୟରେ ସ୍କୁଲ ପରୀକ୍ଷାର ପ୍ରଶ୍ନପତ୍ର ବିକ୍ରି ଅଭିଯୋଗ: ଚାରି ଜଣ ୟୁଟ୍ୟୁବର୍, ସରକାରୀ ଶିକ୍ଷକ ଗିରଫ

Spread the love

Spread the loveଭୁବନେଶ୍ୱର,୧୬।୨: ଅନଲାଇନ୍ ପ୍ଲାଟଫର୍ମରେ ଓଡ଼ିଶାରେ ସ୍କୁଲ ପରୀକ୍ଷା ପ୍ରଶ୍ନପତ୍ର ବିକ୍ରି କରୁଥିବା ଏକ ରାକେଟକୁ ପୋଲିସ ପର୍ଦାଫାଶ କରିଛି। ଏହି ମାମଲାରେ ଚାରି ଜଣ ୟୁଟ୍ୟୁବର୍ ଏବଂ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କ ସମେତ ପାଞ୍ଚ ଜଣଙ୍କୁ ଗିରଫ କରାଯାଇଛି। … Read More

ଦୁର୍ଗମ ଅଂଚଳରେ ପୁଲିସ କ୍ୟାମ୍ପ ପ୍ରତିଷ୍ଠା: ପଛକୁ ଯିବାକୁ ବାଧ୍ୟ ହେଲେ ନକ୍ସଲ

Spread the love

Spread the loveମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାର ଦୁର୍ଗମ ଅସୁର ଥାନା ଅଂଚଳର ପୂଜାରୀକାଂକେର ଠାରେ ନୂତନ ପୁଲିସ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି। ଏହି ଅଂଚଳରେ ନକ୍ସଲ ନିଜର ଅଡ୍ଡା ବନାଇବା ସହ ଲୋକଙ୍କୁ ନିର୍ଯାତନା ଦେଉଥିଲେ। ଦୀର୍ଘ ଦିନ … Read More

ଯୋଗାଣ ମନ୍ତ୍ରୀ କଲେକ୍ସନ୍‌ରେ ମାତିଛନ୍ତି: ତାରା

Spread the love

Spread the loveଭୁବନେଶ୍ବର: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଉପରେ ସାଂଘାତିକ ଆରୋପ ଲଗାଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ମନ୍ତ୍ରୀ ସବୁ ଜିଲ୍ଲାରେ ଏଜେଣ୍ଟ୍ ରଖି ଖାଲି କଲେକ୍ସନ୍‌ରେ ମାତିଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ବିଧାନସଭା ଗୃହରେ ତାରାଙ୍କ … Read More

ଶ୍ରୀମନ୍ଦିରରେ ଅଘଟଣ: ଭିତରକାଠ ନିକଟରେ ରକ୍ତଛିଟା, ମହାପ୍ରଭୁଙ୍କର ବଡ଼ ମହାସ୍ନାନ ନୀତି

Spread the love

Spread the loveପୁରୀ: ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡ଼ିବାରୁ ମହାପ୍ରଭୁଙ୍କର ଚାଲିଛି ବଡ଼ ମହାସ୍ନାନ ନୀତି। ଏଥିପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ଭିତର କାଠରେ ରକ୍ତ ପଡ଼ିଥିବାରୁ ଏହି ବଡ଼ ମହାସ୍ନାନ କରାଯାଇଥିଲା । ପ୍ରାୟ … Read More

ଫେବ୍ରୁଆରି ୧୯ରୁ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା: ସତର୍କ ସୂଚନା ଜାରି

Spread the love

Spread the loveଭୁବନେଶ୍ୱର: ଆସନ୍ତା ୩ ଦିନ ମଧ୍ୟରେ ସାରା ଓଡ଼ିଶାରେ ରାତିର ତାପମାତ୍ରା ଧୀରେ ଧୀରେ ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବ ବୋଲି ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପୂର୍ବାନୁମାନ କରିଛି। ଗତ ଦୁଇ ଦିନ ମଧ୍ୟରେ … Read More

ଡିଏସ୍‌ପିଙ୍କ ସମେତ ୨ ଜଣଙ୍କୁ ଚାପିଦେଲା ଦ୍ରୁତଗାମୀ ଟ୍ରକ୍‌

Spread the love

Spread the loveଯାଜପୁର: ଟ୍ରକ୍‌ ଧକ୍କାରେ ଡିଏସ୍‌ପିଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଚାନ୍ଦପୁର ଛକ ନିକଟରେ ରବିବାର ଏହି ଅଭାବନୀୟ ଘଟଣା ଘଟିଛି। ମୃତକଙ୍କ ମଧ୍ୟରୁ ଜଣେ ଯାଜପୁର ଜିଲ୍ଲାରେ କାର୍ଯ୍ୟରତ ଡିଏସ୍‌ପି … Read More

କଂଗ୍ରେସ ସାଂସଦଙ୍କ ପତ୍ନୀଙ୍କୁ ନେଇ ଆସାମରେ ରାଜନୈତିକ ଝଡ଼: ଆଇଏସଆଇ ଲିଙ୍କ୍ ଅଭିଯୋଗ ଅଣିଲେ ହିମନ୍ତ

Spread the love

Spread the loveଗୁଆହାଟୀ: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜୋରହାଟର କଂଗ୍ରେସ ସାଂସଦ ଗୌରବ ଗୋଗୋଇ ଏବଂ ତାଙ୍କ ପତ୍ନୀଙ୍କୁ ଟାର୍ଗେଟ କରିବା ଜାରି ରଖିଛନ୍ତି। ତାଙ୍କର ଅଭିଯୋଗକୁ ଦୋହରାଇ ହିମନ୍ତ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ୨୦୧୫ ମସିହାରେ, … Read More

କେବଳ ଅସମର୍ଥ ମାତାପିତାଙ୍କୁ ଭରଣପୋଷଣ ଦେବେ ପୁଅଝିଅ: ହାଇକୋର୍ଟ

Spread the love

Spread the loveକଟକ: ବାପାଙ୍କୁ ଭରଣପୋଷଣ ଦେବା ପାଇଁ ପୁଅକୁ ପ୍ରଦାନ କରାଯାଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ଖାରଜ କରି ରାୟ ଶୁଣାଇଛନ୍ତି ଯେ, ମାତାପିତା ଓ ବରିଷ୍ଠ ନାଗରିକଙ୍କ ଭରଣପୋଷଣ ଓ କଲ୍ୟାଣ ଆଇନ, ୨୦୦୭ ଅନୁସାରେ, କେବଳ ଜଣେ ବରିଷ୍ଠ … Read More