ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି

Spread the love

Spread the loveଭୁବନେଶ୍ବର: ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି।‘ଜୟ ଜଗନ୍ନାଥ’ … Read More

ବିଦ୍ୟାଳୟ ‌ହ‌ଷ୍ଟେଲ, ଘର ଆଗ ଗଛରେ ଝୁଲିପଡ଼ିଲେ ୨ଜଣ ବିଦ୍ୟାଳୟର ଛାତ୍ରୀ

Spread the love

Spread the loveସୁନ୍ଦରଗଡ଼/ଜଳେଶ୍ବର: କଅଁଳ ବୟସରେ ମାନସିକ ଅବସାଦ। ପାରିପାରିକ ଅଭାବ ଅସୁବିଧା ହେଉ ବା ପାଠ ପଢ଼ା ଚାପ ହେଉ ଏହାକୁ ମୁକାବିଲା କରିନପାରି ୫ଦିନ ଭିତରେ ୪ଜଣ ସ୍କୁଲ ଛାତ୍ରୀ ଜୀବନ ହାରିଛନ୍ତି। ଗତ ୫ ତାରିଖ ଦିନ … Read More

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

Spread the love

Spread the loveଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ … Read More

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

Spread the love

Spread the loveଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ … Read More

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

Spread the love

Spread the loveଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ … Read More

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

Spread the love

Spread the loveଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ … Read More

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

Spread the love

Spread the loveକଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି … Read More

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

Spread the love

Spread the loveଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି … Read More

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

Spread the love

Spread the loveଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ … Read More

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

Spread the love

Spread the loveକଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ … Read More