‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’
Spread the loveଭୁବନେଶ୍ୱର: ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। … Read More
