ରାଜଧାନୀର ବିବାହ ମଣ୍ଡପରୁ ଲୁଟ୍ ଘଟଣା; ପୁରୀରୁ ଧରାହେଲା ଅଭିଯୁକ୍ତ

Spread the love

Spread the loveଭୁବନେଶ୍ୱର: ଭୁବନେଶ୍ୱରର ଏକ ବିବାହ ମଣ୍ଡପରୁ ଅଳଙ୍କାର ଏବଂ ନଗଦ ଟଙ୍କା ଲୁଟ୍ କରିବା ଘଟଣାରେ ଜଣେ ଦୁର୍ବୃତ୍ତଙ୍କୁ ମଙ୍ଗଳବାର ପୁରୀର ବଳିଆପଣ୍ଡା ଅଞ୍ଚଳରୁ ଗିରଫ କରାଯାଇଛି। ଉକ୍ତ ଅଭିଯୁକ୍ତ ଜଣକ ମଧ୍ୟପ୍ରଦେଶର ରାଜଗଡ଼ ଜିଲ୍ଲାର କାଡିଆ ଗ୍ରାମର … Read More

ବେଆଇନ ପ୍ରବାସୀ ଭାରତୀୟଙ୍କୁ ଦେଶରୁ ବିତାଡ଼ିତ କରିବା ଆରମ୍ଭ କଲା ଆମେରିକା

Spread the love

Spread the loveଓ୍ବାଶିଂଟନ: ଅବୈଧ ପ୍ରବାସୀମାନଙ୍କୁ ସେମାନଙ୍କ ଦେଶକୁ ପଠାଇବା ପାଇଁ ଡୋନାଲ୍ଡ ଟ୍ରମ୍ପଙ୍କ ନିର୍ଦ୍ଦେଶ ପରେ ଆମେରିକାରୁ ବହୁ ସଂଖ୍ୟକ ବେଆଇନ ପ୍ରବାସୀଙ୍କୁ ବିତାଡ଼ିତ କରାଯାଉଛି। ସୂଚନା ମୁତାବକ, ବର୍ତ୍ତମାନ ବେଆଇନ ଭାବେ ବାସ କରୁଥିବା ଭାରତୀୟମାନଙ୍କୁ ମଧ୍ୟ ଦେଶରୁ … Read More

ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା

Spread the love

Spread the loveଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା। ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । … Read More

କଣାସରେ ଥମୁନି ଝାଡ଼ାବନ୍ତି: ପୁଣି ୩ ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି

Spread the love

Spread the loveପୁରୀ: ପୁରୀ ଜିଲ୍ଲା କଣାସ ବ୍ଲକରେ ଥମୁନି ଝାଡ଼ାବାନ୍ତି। ପ୍ରଶାସନର ବିଭିନ୍ନ ପଦକ୍ଷେପ ସତ୍ତ୍ୱେ ଜାଗୁଳେଇପଦରରୁ ପୁଣି ୩ଜଣ ଝାଡ଼ାବାନ୍ତି ରୋଗୀ କଣାସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଦୟା ନଦୀର ପ୍ରଦୂଷିତ ଜଳ ବ୍ୟବହାର କରି କଣାସ … Read More

କୋର୍ଟଙ୍କ ଆଦେଶକୁ ଅବମାନନା, ପୂର୍ବତନ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ବିରୋଧରେ ଜାମିନ ବିହୀନ ଗିରଫ ପରୱାନା ଜାରୀ

Spread the love

Spread the loveମାଲକାନଗିରି, ୩।୨ : ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କ ବ୍ୟକ୍ତିଗତ ସହାୟକ ମୃତ୍ୟୁ ଘଟଣାରେ ତତ୍କାଳୀନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ ଓ ଅନ୍ୟ ତିନି ଜଣଙ୍କ ନାମରେ ଜାମିନ ବିହୀନ ଗିରଫ ପର୍-ୱାନା ଜାରି କଲେ … Read More

ସାଧୁସନ୍ଥଙ୍କ ସମାଗମରେ ଚଳଚଞ୍ଚଳ ଖଣ୍ଡଗିରି

Spread the love

Spread the loveଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା। ଏଥିସହ ୫ରୁ ସ୍ଥାନୀୟ ପାନ୍ଥିକାଠାରେ ଐତିହ୍ୟ, ସଂସ୍କୃତିର ଗାଥା ପ୍ରଦର୍ଶନ ସହ ମନୋରଞ୍ଜନ କରିବ ଐରଖାରବେଳ ମହୋତ୍ସବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟ ଶେଷ … Read More

ପୋଷଣ ୨.୦ କାର୍ଯ୍ୟକ୍ରମ: ଉପକୃତ ହେବେ ଓଡ଼ିଶାର ୩୬ଲକ୍ଷରୁ ଅଧିକ ଶିଶୁ, ମହିଳା

Spread the love

Spread the loveଭୁବନେଶ୍ୱର,୩।୨: ଚଳିତବର୍ଷ କେନ୍ଦ୍ର ବଜେଟ୍‌ରୁ ଓଡ଼ିଶା ଲାଭବାନ ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଖବରଦାତା ସମ୍ମିଳନୀରେ କହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାର ଅଗ୍ରଗତି ଓ ଅଭିବୃଦ୍ଧି ପାଇଁ ଯେଉଁ ଦୂରଦୃଷ୍ଟି ରଖିଛନ୍ତି ତାହା ଏହି … Read More

ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ

Spread the love

Spread the loveଭୁବନେଶ୍ବର: ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ … Read More

ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ

Spread the love

Spread the loveନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର … Read More

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ବିରୋଧରେ ‘ଠେଙ୍ଗା ଅଭିଯାନ’ ଆରମ୍ଭ କଲେ ବାବୁ ସିଂ

Spread the love

Spread the loveଭୁବନେଶ୍ୱର: ଏକାମ୍ର ବିଧାୟକ ବାବୁ ସିଂ ଭୁବନେଶ୍ୱରର ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ବିରୋଧରେ ଏକ ‘ଠେଙ୍ଗା ଅଭିଯାନ’ ଆରମ୍ଭ କରିଛନ୍ତି। ଏହି ଅଭିଯାନ ଅନ୍ତର୍ଗତ ସେ ମହିଳାଙ୍କର ସ୍ୱତନ୍ତ୍ର ଦଳ ଗଠନ କରିଛନ୍ତି। ଯାହାକୁ ସେ … Read More