୨୧ ଦିନରେ ବୁଡ଼ ପକାଇଲେଣି ୩୪ କୋଟି ଶ୍ରଦ୍ଧାଳୁ

Spread the love

Spread the loveପ୍ରୟାଗରାଜ: ପ୍ରୟାଗରାଜରେ ଚାଲୁଥିବା ଦିବ୍ୟ ମହାକୁମ୍ଭର ଆଜି ୨୧ ତମ ଦିନ।  ଆଜି ସକାଳ ୧୦ଟା ପର୍ଯ୍ୟନ୍ତ ୭୨.୩୬ ଲକ୍ଷ ଭକ୍ତ ସଙ୍ଗମରେ ବୁଡ଼ ପକାଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୩୪.୩୩ କୋଟିରୁ ଅଧିକ ଭକ୍ତ ପବିତ୍ର ବୁଡ଼ ପକାଇଛନ୍ତି। … Read More

ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା

Spread the love

Spread the loveଭୁବନେଶ୍ଵର: ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ପ୍ରଥମ କିସ୍ତି ୪ର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ କରାଯିବ । ଏହାର ଏକ ମାସ ପରେ ଅର୍ଥାତ୍ ମାର୍ଚ୍ଚ ୮ରେ … Read More

କେନ୍ଦ୍ର ଟିକସରୁ ଓଡ଼ିଶାକୁ ମିଳିବ ୬୪୪୦୮କୋଟି ଟଙ୍କା: ମୁଖ୍ୟମନ୍ତ୍ରୀ

Spread the love

Spread the love୨୦୨୫-୨୬ କେନ୍ଦ୍ର ବଜେଟକୁ ଏକ ଐତିହାସିକ ବଜେଟ୍ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିବା ସହ ସମାଜର ସବୁ ବର୍ଗଙ୍କ ପାଇଁ ଏଥିରେ କିଛିନା କିଛି ଭଲଖବର ରହିଛି ବୋଲି କହିଛନ୍ତି । କେନ୍ଦ୍ର ଟିକସ ବାବଦରେ … Read More

ଆମେରିକା ବିରୁଦ୍ଧରେ ବାଣିଜ୍ୟିକ ଯୁଦ୍ଧ: କାନାଡା-ଚୀନ୍-ମେକ୍ସିକୋ ଏକଜୁଟ

Spread the love

Spread the loveୱାଶିଂଟନ/ଅଟୱା: ଡୋନାଲ୍ଡ ଟ୍ରମ୍ପ କାନାଡା, ମେକ୍ସିକୋ ଏବଂ ଚୀନ୍ ବିରୁଦ୍ଧରେ ଅଧିକ ଶୁଳ୍କ ଲାଗୁ କରିବା ପରେ ଏକ ବାଣିଜ୍ୟିକ ଯୁଦ୍ଧ ଆରମ୍ଭ ହୋଇଛି। କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ମଧ୍ୟ ଆମେରିକୀୟ ସାମଗ୍ରୀ ଉପରେ ୨୫ ପ୍ରତିଶତ … Read More

ଖାଇବାକୁ ଦେବାରେ ବିଳମ୍ବ କରିବାରୁ ୱେଟରଙ୍କୁ ମାଡ଼ !

Spread the love

Spread the loveଭୁବନେଶ୍ଵର: ଖାଇବାକୁ ଦେବାରେ ବିଳମ୍ବ ହେବାରୁ ହୋଟେଲ ଓ୍ବେଟରଙ୍କୁ ନିର୍ଦ୍ଧୁମ ଛେଚିଲେ ୨ ଯୁବକ । ଭରତପୁର ଥାନା ଘାଟିକିଆ ନାକା ଗେଟ ନିକଟ ହୋଟେଲରେ ଗଣ୍ଡଗୋଳ ହୋଇଥିବା ସୂଚନା ମିଳିଛି। ଏନେଇ ଥାନାରେ ଅଭିଯୋଗ କରିଥିଲେ ହୋଟେଲ … Read More

ବରିଷ୍ଠ ଆଇନଜୀବୀଙ୍କ ଉପରେ ଏସିଡ୍ ମାଡ଼: ଧରାପଡ଼ିଲେ ଦୁଇ ଅଭିଯୁକ୍ତ

Spread the love

Spread the loveପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହରର ଜଙ୍ଗମସାହି ବାସିନ୍ଦା ବରିଷ୍ଠ ଆଇନଜୀବୀ ପି.ରାମାରାଓଙ୍କ ଉପରେ ଏସିଡ୍ ମାଡ଼ କରିବା ଘଟଣାରେ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସଫଳ ହୋଇଛି। ଦୁଇ ଅଭିଯୁକ୍ତ ହେଲେ ପାରଳାଖେମୁଣ୍ଡିର ଡାକାଜୁ ଭେଙ୍କେଟ … Read More

ଏଟିଏମ୍‌ କାର୍ଡ ବଦଳାଇ ୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଉଠାଇ ନେଲେ ଦୁର୍ବୃତ୍ତ

Spread the love

Spread the loveଗଞ୍ଜାମ: ଏଟିଏମ୍‌ କାର୍ଡକୁ କୌଶଳକ୍ରମେ ବଦଳାଇ ୫ ଲକ୍ଷ ୨୭ ହଜାର ଟଙ୍କା ଉଠାଇ ନେଲେ ଦୁର୍ବୁତ୍ତ । ଏଭଳି ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବୋମକେଇ ଗ୍ରାମରୁ । ଅଭିଯୋଗକାରୀ ଦିଲୀପ ପ୍ରଧାନଙ୍କ ଷ୍ଟେଟବ୍ୟାଙ୍କ … Read More

ଇନ୍ଦିରା ଗାନ୍ଧି ସରକାରରେ ୧୨ ଲକ୍ଷ ଆୟରୁ ୧୦ ଲକ୍ଷ ଟିକସ ଦେବାକୁ ପଡ଼ୁଥିଲା : ମୋଦୀ

Spread the love

Spread the loveନୂଆଦଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ନୂଆଦିଲ୍ଲୀରେ ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଶାଣିତ ଆକ୍ରମଣ କରିଛନ୍ତି । ସେ କହିଛନ୍ତି ଯେ କଂଗ୍ରେସ ସରକାର ଅମଳରେ ବିପୁଳ ପରିମାଣରେ ଟିକସ ଆଦାୟ କରାଯାଉଥିଲା । ନେହେରୁଙ୍କ … Read More

ଅନ୍ ଲାଇନ ବେଟିଂ ଗେମ୍ ଖେଳି ୫ ଗିରଫ, ୧୮ଟି ମୋବାଇଲ, ୩ ଲାପଟପ ସହ ଅନେକ ସାମଗ୍ରୀ ଜବତ

Spread the love

Spread the loveକଣ୍ଟାବାଞ୍ଜି: ଅନ୍ ଲାଇନ ବେଟିଂ ଗେମ୍ ଖେଳି ୫ ଗିରଫ ।  ୫ ଅଭିଯୁକ୍ତଙ୍କୁ ଗିରଫ କଲା କଣ୍ଟାବାଞ୍ଜି ପୋଲିସ । ସେମାନଙ୍କ ନିକଟରୁ ୧୮ଟି ମୋବାଇଲ, ୩ ଲାପଟପ ସହ ଅନେକ ସାମଗ୍ରୀ ଜବତ ହୋଇଛି।  ଗିରଫଙ୍କ ମଧ୍ୟରୁ … Read More

ଦିଲ୍ଲୀ ନିର୍ବାଚନ: ବିଜେପିରେ ମିଶିଲେ ଇସ୍ତଫା ଦେଇଥିବା AAPର ସମସ୍ତ ୮ ବିଧାୟକ

Spread the love

Spread the loveଆମ୍ ଆଦମୀ ପାର୍ଟିରୁ ଇସ୍ତଫା ଦେଇଥିବା ସମସ୍ତ ୮ ବିଧାୟକ ବିଜେପିରେ ସାମିଲ ହୋଇଛନ୍ତି । ଦିଲ୍ଲୀ ବିଜେପି ଅଧ୍ୟକ୍ଷ ବୀରେନ୍ଦ୍ର ସଚଦେବାଙ୍କ ଉପସ୍ଥିତିରେ ସେମାନେ ବିଜେପିର ହାତ ଧରିଛନ୍ତି । ଏହି ବିଧାୟକମାନେ ଶୁକ୍ରବାର ହିଁ ଦଳରୁ … Read More