ଅଲିଭରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ, ପ୍ରଥମ ଦିନରେ ୧୮୫ ଅଣ୍ଡା ସଂଗ୍ରହ
Spread the loveକୋଣାର୍କ: ଆରମ୍ଭ ହୋଇଛି ବିରଳ ପ୍ରଜାତି ଅଲିଭ ରିଡଲେ କଇଁଛଙ୍କ ଅଣ୍ଡାଦାନ ପ୍ରକିୟା । କୋଣାର୍କ ଚନ୍ଦ୍ରଭାଗା ସମୁଦ୍ର ଉପକୂଳରୁ ଗୁରୁବାର ବିଲମ୍ବିତ ରାତିରେ ପ୍ରଥମ କରି ଦୁଇଟି ଅଲିଭରିଡଲେ ୧୮୫ଟି ଅଣ୍ଡା ଦେଇଥିବା ଦେଖିବାକୁ ମିଳିଛି । … Read More
