ଆସନ୍ତା ୧୭ରୁ ପୁଣି ବଢ଼ିବ ଶୀତର ପ୍ରକୋପ, କୁହୁଡି ନେଇ ଆଲର୍ଟ ଜାରି

Spread the love

Spread the loveଭୁବନେଶ୍ବର: ପୁଣି ଶୀତରେ ଥରିବେ ରାଜ୍ୟବାସୀ । ବର୍ତ୍ତମାନ ରାଜ୍ୟରେ ଶୀତର ପରିମାଣ କମିଥିବା ବେଳେ ରାତି ତାପମାତ୍ରା ଧୀରେ ଧୀରେ ବଢିଛି । ହେଲେ ଆସନ୍ତା ୧୭ରୁ ପୁଣି ଶୀତର ପ୍ରକୋପ ବଢ଼ିବ । ଉପାନ୍ତରୁ ଉପକୂଳ … Read More

ଥମୁନି ନିଆଁ, OSCAR ଯାଏ ପହଞ୍ଚିଲା

Spread the love

Spread the loveଜଳୁଛି ଜଙ୍ଗଲ। ନିଆଁ ଆଁରେ ପୋଡି ପାଉଶଁ ହୋଇଗଲାଣି ଘର ଦ୍ୱାର। ଦିନକୁ ଦିନ ଏହା କମିବା ବଦଳରେ ଆହୁରି ବିକରାଳ ରୂପ ଧରି ଆଗକୁ ବଢ଼ି ଚାଲିଛି। ଆମେରିକାର ଲସ୍‌ ଏଞ୍ଜଲିସ୍‌ରେ ଲାଗିଥିବା ଏହି ଭୟଙ୍କର ନିଆଁ … Read More

‘ବିଏସକେଓ୍ବାଇରେ ହୋଇଛି ଦୁର୍ନୀତି, ଖୁବଶୀଘ୍ର ତଦନ୍ତ ହେବ’

Spread the love

Spread the loveଭୁବନେଶ୍ବର: ପୂର୍ବ ସରକାରଙ୍କ ବିଏସକେଓ୍ବାଇ କାର୍ଡରେ ଦୁର୍ନୀତି ହୋଇଛି । ଖୁବଶୀଘ୍ର ଏହାର ତଦନ୍ତ ହେବ ବୋଲି ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଆୟୁଷ୍ମାନ ଯୋଜନା ଓଡିଶାରେ ଲାଗୁ ହେବା ପରେ ଏହାକୁ … Read More

ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ

Spread the love

Spread the loveକଟକ : ମାଟ୍ରିକ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲକୁ ରୋକିବା ପାଇଁ ବୋର୍ଡ ପକ୍ଷରୁ ବଡ଼ ବ୍ୟବସ୍ଥା । ଚଳିତ ବର୍ଷଠାରୁ ମାଟ୍ରିକ ପରୀକ୍ଷାର ସମସ୍ତ ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ। ସେଲ୍ଫ ଡିସପ୍ଲେ ୱାଟର ମାର୍କ ଥିବା ଏହି ପ୍ରଶ୍ନପତ୍ରର … Read More

ମାର୍ଚ୍ଚ ସୁଦ୍ଧା ସରିବ ରତ୍ନଭଣ୍ଡାର ମରାମତି କାମ

Spread the love

Spread the loveପୁରୀ: ମାର୍ଚ୍ଚ ସୁଦ୍ଧା ସରିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ । ଏବେ ମହାପ୍ରଭୁଙ୍କ ମକର ନୀତିକାନ୍ତି ପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରହିଥିବା ବେଳେ ଏହା ପୁଣି ଆସନ୍ତା ୧୭ରୁ ଆରମ୍ଭ ହେବ । ମାର୍ଚ୍ଚ … Read More

LoC ନିକଟରେ ବିସ୍ଫୋରଣ, ୬ ଯବାନ ଆହତ

Spread the love

Spread the loveସୀମା ନିକଟରେ ହେଲା ବିସ୍ଫୋରଣ। ଜମ୍ମୁ-କଶ୍ମୀରର ରଜୌରୀ ସ୍ଥିତ ନୌସେରା ସେକ୍ଟରରେ ଲ୍ୟାଣ୍ଡ ମାଇନ୍‌ ବିସ୍ଫୋରଣ ହୋଇଛି। ଏଥିରେ ୬ ଜଣ ଯବାନ ଆହତ ହୋଇଛନ୍ତି। ଏଲ୍‌ଓସି ନିକଟ ନୌସେରା ନିକଟରେ ବିସ୍ଫୋରଣ ହୋଇଥିବା କୁହାଯାଉଛି। ଅଧିକାରୀଙ୍କ ସୂଚନା ମୁତାବକ, … Read More

ଚୋରା ବାଲି ଗାଡ଼ି ଧରି ପୋଲିସ ଜିମା ଦେଲେ ଖଣି ମନ୍ତ୍ରୀ

Spread the love

Spread the loveନୟାଗଡ: ଖଣ୍ଡପଡ଼ା ବ୍ଲକ ବେଣାଗାଡ଼ିଆ ପଞ୍ଚାୟତ ଅଧୀନ ବରକୋଳି ଛକରେ ଚୋରା ବାଲି ଗାଡ଼ି ଜବତ କରି ପୋଲିସ ଜିମା ଦେଇଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ଘଟଣାରେ ପୋଲିସ ନିଷ୍କ୍ରିୟତାକୁ ନେଇ ମନ୍ତ୍ରୀ ବର୍ଷିଥିବା ବେଳେ … Read More

ବୈତରଣୀରେ ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବଙ୍କୁ କଲେ ପୂଜାର୍ଚ୍ଚନା

Spread the love

Spread the loveକେନ୍ଦୁଝର: ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି … Read More

ଜାନୁଆରୀ ୨୦ରୁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଧାଡ଼ିରେ ଯିବେ ଭକ୍ତ

Spread the love

Spread the loveପୁରୀ: ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା … Read More

ଦିଲ୍ଲୀ ନିର୍ବାଚନ: ନାମାଙ୍କନ ଦାଖଲ କଲେ ଆତିଶୀ

Spread the love

Spread the loveନାମାଙ୍କନ ଦାଖଲ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଆତିଶୀ। ଦିଲ୍ଲୀର କାଲକାଜୀ ବିଧାନସଭା ଆସନରୁ ସେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ଆସନରୁ ଗତଥର ମଧ୍ୟ ସେ ଜିତିଥିଲେ। କାଲକାଜୀ ଆସନରେ ସେ ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ରମେଶ ବିଧୁରୀ … Read More