ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାଁ ବାଦ୍ ହୋଇଥିଲେ ହେବ ପୁନଃସାମିଲ, ୮ ହଜାରରୁ ଅଧିକ ଆବେଦନକାରୀ ସାମିଲ
Spread the loveଭୁବନେଶ୍ବର ୧୧।୧: ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାମ ବାଦ୍ ହୋଇଯାଇଥିଲେ କରିହେବ ପୁନଃସାମିଲ ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ … Read More
