ବିଜେପି ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବ: ରାଜ୍ୟ ସଭାପତି ମନମୋହନ ସାମଲ
Spread the loveଭୁବନେଶ୍ୱର: ଓଡ଼ିଶାବାସୀ ରାଜ୍ୟରେ ପରିବର୍ତ୍ତନ ଆଣି ରାଜ୍ୟରେ ବିଜେପି ସରକାର ଆଣିଛନ୍ତି। ଡବଲ ଇଞ୍ଜିନ ସରକାରଙ୍କ ଫାଇଦା ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି ବିଜେପି କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବେ। ଆଜି ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ … Read More
