ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା, ବିଜେପି ସରକାରର ବିଫଳତା ସବୁ ଘରେ ଜଣାଇବାକୁ ନବୀନଙ୍କ ଅପିଲ୍
ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା । କାର୍ଯ୍ୟକ୍ରମରେ ଯୋଗଦେଇ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଉତ୍ତର ନିର୍ବାଚନ ମଣ୍ଡଳୀ ଆରଟିଓ ପଡିଆରେ ଆୟୋଜିତ ହୋଇଥିବା … Read More
