ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ
ପୁରୀ: ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ। ରଣାର୍ଣ୍ଣବ ଦେବଙ୍କର ରବିବାର ରାତିରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କର … Read More
