ବିମାନ ଦୁର୍ଘଟଣାକୁ ନେଇ ତୁର୍କୀ ଆଡକୁ ଇଙ୍ଗିତ କଲେ ରାମଦେବ
ନୂଆଦିଲ୍ଲୀ: ଅହମ୍ମଦାବାଦରେ ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା ଉପରେ ଯୋଗଗୁରୁ ବାବା ରାମଦେବ ତୁର୍କୀ ଆଡ଼କୁ ଇଙ୍ଗିତ କରିଛନ୍ତି । ସେ କହିଛନ୍ତି ଯେ ମୁଁ ଜାଣିବାକୁ ପାଇଛି ଯେ ବିମାନରେ ରକ୍ଷଣାବେକ୍ଷଣ କାମ ଏକ ତୁର୍କୀ କମ୍ପାନୀ କରୁଥିଲା | … Read More
