ଚମତ୍କାର: ବିମାନ ଦୁର୍ଘଟଣା ନିଆଁରେ ମୃତ୍ୟୁ ବରଣ କଲେ ୨୬୫, ଅକ୍ଷତ ଅବସ୍ଥାରେ ମିଳିଲା ‘ଭଗବଦ୍ ଗୀତା’

ଅହମଦାବାଦ: ବିମାନ ଦୁର୍ଘଟଣାରେ ଯେତେବେଳେ ସବୁକିଛି ପୋଡି ପାଉଁଶ ହୋଇଯାଇଛି ଆଉ ୨୬୫ ଜୀବନ ଚାଲିଯାଇଛି । ସେଥିରୁ ଅନୁମାନ କରନ୍ତୁ ଦୁର୍ଘଟଣା କେତେ ଭୟାନକ ହୋଇଥିବ । ବିମାନରେ ଥିବା ୨୪୨ ଜଣଙ୍କ ମଧ୍ଯରୁ ଜଣେ ମୃତ୍ୟୁ ମୁଖରୁ ବର୍ତ୍ତିଯିବା … Read More

ରୂପାନୀଙ୍କ ଲକି ନମ୍ବର ‘୧୨୦୬’ ଶେଷ ବେଳକୁ ହେଲା ଅନଲକି

ନୂଆଦିଲ୍ଲୀ,୧୩।୬: ଅହମଦାବାଦ ବିମାନ ଦୁର୍ଘଟଣାରେ ପୂର୍ବତନ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ ଘଟିଛି। ଏହି ବିମାନ ଦୁର୍ଘଟଣାରେ ବିମାନରେ ଥିବା ୨୪୧ ଜଣଙ୍କର ମୃତ୍ୟୁ ହୋଇଛି। ଏହି ବିମାନ ଅହମଦାବାଦରୁ ଲଣ୍ଡନ ଯାଉଥିଲା, ଯେଉଁଥିରେ ବିଜୟ ରୂପାନୀ ମଧ୍ୟ ଯାତ୍ରା … Read More

ଦୁର୍ଘଟଣା ପରେ ଭଗ୍ନାବଶେଷରୁ ମିଳିଲା ଏକ ଡିଭିଆର୍‌

ଅହମ୍ମଦାବାଦ୍‌: ଏୟାର ଇଣ୍ଡିଆ ଅହମ୍ମଦାବାଦ-ଲଣ୍ଡନ ବିମାନ ଦୁର୍ଘଟଣାକୁ ନେଇ ଗୋଟାଏ ପରେ ଗୋଟାଏ ତଥ୍ୟ ହସ୍ତଗତ ହେବାରେ ଲାଗିଛି। ଗୁରୁବାର ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୬୫ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ … Read More

ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍

ନୂଆଦିଲ୍ଲୀ: ଇରାନ ଉପରେ ଇସ୍ରାଏଲର ବଡ଼ ଧରଣର ଏୟାରଷ୍ଟ୍ରାଇକ୍ । ଇରାନର ରାଜଧାନୀ ତେହେରାନ ନିକଟବର୍ତୀ ଅଞ୍ଚଳରେ ସାମରିକ ଆକ୍ରମଣ ଆରମ୍ଭ କରିଛି ଇସ୍ରାଏଲ । ଏହି ଆକ୍ରମଣ ଇରାନର ପରମାଣୁ କାର୍ଯ୍ୟକ୍ରମ ଏବଂ ଏହାର ପ୍ରମୁଖ ବୈଜ୍ଞାନିକମାନଙ୍କୁ ଟାର୍ଗେଟ କରାଯାଇ … Read More

ଚାଲିଗଲା ୨୬୫ ଜୀବନ: ଅହମଦାବାଦ ହସ୍ପିଟାଲ୍‌ରେ ଭିଡ଼ ଅଣାୟତ

ଅହମ୍ମଦାବାଦ୍‌: ବିମାନ ଦୁର୍ଘଟଣାରେ ମୋଟ୍ ୨୬୫ ଜଣଙ୍କ ଜୀବନ ଯାଇଥିବା ସ୍ପଷ୍ଟ ହୋଇଛି । ଆଉ ନିଜ ପ୍ରିୟଜନଙ୍କ ମୃତଦେହ ନେବାପାଇଁ ଅହମ୍ମଦାବାଦ ମେଡିକାଲରେ ସମ୍ପର୍କୀୟଙ୍କ ଗହଳି ଲାଗିଲାଣି । ଦୁର୍ଘଟଣା ପରେ ବିସ୍ଫୋରଣ ପାଇଁ ଅଧିକାଂଶ ମୃତଦେହ ସମ୍ପୂର୍ଣ୍ଣ ନଷ୍ଟ … Read More

ଆହତଙ୍କୁ ଭେଟିବା ପରେ ବିମାନବନ୍ଦରରେ‌ ବୈଠକ ଡାକିଲେ ମୋଦୀ

ଅହମ୍ମଦାବାଦ୍‌: ଗୁରୁବାର ଦିନ ଅହମ୍ମଦାବାଦରେ ଘଟିଥିବା ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଅତି କମରେ ୨୫୦ରୁ ଉର୍ଧ୍ବ ଲୋକଙ୍କର ମୃତ୍ୟୁ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପରିସ୍ଥିତିର ସମୀକ୍ଷା କରିବା ପାଇଁ ଅହମ୍ମଦାବାଦ ଗସ୍ତ କରିଛନ୍ତି। ମୋଦୀ ଅହମ୍ମଦାବାଦ୍‌ରେ ପହଞ୍ଚି … Read More

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୧ କୋଟି ସହାୟତା ରାଶି ଘୋଷଣା କଲା ଟାଟା ଗ୍ରୁପ

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୧ କୋଟି ଲେଖାଏଁ ସହାୟତା ରାଶି ଘୋଷଣା କଲା ଟାଟା ଗୃପ୍ । ଏନେଇ ଟାଟା ଗୃପ୍ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ଆହତଙ୍କ ମେଡିକାଲ ଖର୍ଚ୍ଚ ମଧ୍ୟ ବହନ କରିବାକୁ … Read More

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଜଣେ ଯାତ୍ରୀ ଜୀବିତ

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ଏକ ଅଲୌକିକ ଘଟଣା ସାମ୍ନାକୁ ଆସିଛି। ଦୁର୍ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବାବେଳେ ୨୪୨ ଯାତ୍ରୀ ଏବଂ କ୍ରିଉ ସଦସ୍ୟଙ୍କ ମଧ୍ୟରୁ ୨୦୦ରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ହେଲେ ସୌଭାଗ୍ୟବଶତଃ ଜଣେ ଯାତ୍ରୀଙ୍କୁ … Read More

ବିମାନ ଦୁର୍ଘଟଣା : ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ମୃତ୍ୟୁ

ଅହମଦାବାଦ: ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀଙ୍କ ଅହମଦାବାଦରେ ମୃତ୍ୟୁ ଘଟିଛି। ଗୁରୁବାର ଏହି ବିମାନଟି ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ବିମାନବନ୍ଦରରୁ ଲଣ୍ଡନ ଯାଉଥିଲା। ରୂପାନୀଙ୍କ ଝିଅକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ଗୁଜୁରାଟ … Read More

ଶ୍ରୀଜୀଉଙ୍କ ଜ୍ୱର ଉପଶମ ପାଇଁ ଅଣସରଘରେ ଚାଲିଛି ଗୁପ୍ତ ସେବା

ପୁରୀ: ଶ୍ରୀମନ୍ଦିରରେ ନାହିଁ କୋଳାହଳ ଶୁଭୁନାଇଁ ଘଣ୍ଟ ଘଣ୍ଟାର ଶବ୍ଦ l ଅନ୍ଧାର ଗୃହରେ ଦୀପ ଶିଖା ଆଲୋକରେ ଜ୍ୱରରେ ପୀଡିତ ଶ୍ରୀଜୀଉଙ୍କ ସେବା କରୁଛନ୍ତି ଦଇତାପତି ସେବକ ମାନେ l ସ୍ନାନବେଦିରେ ୧୦୮ ଗରା ଜଳ ସ୍ନାନ କରିବା ପରେ … Read More