ବିମାନ ଦୁର୍ଘଟଣାରେ ପୋଲିସ କମିଶନରଙ୍କ ସୂଚନା, କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ

ଅହମ୍ମଦାବାଦ: ଅହମ୍ମଦାବାଦରେ ଘଟିଥିବା ହୃଦୟ ବିଦାରକ ବିମାନ ଦୁର୍ଘଟଣାରେ ଆସିଛି ବଡ଼ ଦୁଃଖଦ ଖବର। ସଦ୍ୟତମ ସୂଚନା ଅନୁଯାୟୀ, ଏୟାର ଇଣ୍ଡିଆ ବିମାନରେ ଯାତ୍ରା କରୁଥିବା କେହି ବି ଯାତ୍ରୀ ଜୀବିତ ଥିବା ଆଶା କ୍ଷୀଣ। ଅହମ୍ମଦାବାଦର କମିଶନର ସୂଚନା ଦେଇ କହିଛନ୍ତି … Read More

ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା: ଗଭୀର ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଗୁଜୁରାଟର ଅହମ୍ମଦାବାଦରେ ଏକ ବଡ଼ ବିମାନ ଦୁର୍ଘଟଣା ହୋଇଛି । ଅହମ୍ମଦାବାଦରେ ୨୪୨ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏୟାର ଇଣ୍ଡିଆର AI-171 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ସେମାନଙ୍କ ମଧ୍ୟରେ ୧୬୯ ଜଣ ଭାରତୀୟ ନାଗରିକ, ୫୩ ଜଣ ବ୍ରିଟିଶ … Read More

B787 ଡ୍ରିମଲାଇନର ଦୁର୍ଘଟଣାରେ ପୁଷ୍ଟି ହେଲା ମୃତକଙ୍କ ସଂଖ୍ୟା, ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ମଧ୍ୟ ଥିଲେ

ଅହମଦାବାଦ : ଗୁରୁବାର ମଧ୍ୟାହ୍ନରେ ଅହମଦାବାଦ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଲଣ୍ଡନ ଉଡାଣ କରିଥିବା ଏୟାର ଇଣ୍ଡିଆ ଫ୍ଲାଇଟ୍ ଏଆଇ-୧୭୧ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ବନ୍ଦରରୁ ଉଡାଣ କରିବାର ମାତ୍ର ୫ ମିନିଟ ପରେ ସହରର ମେଘାଣୀ … Read More

କୋର୍ଟରେ ଆତ୍ମସମର୍ପଣ ପରେ ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲଙ୍କୁ ଜାମିନ

ମାଲକାନଗିରି: ଏସଡିଜେଏମ କୋର୍ଟରେ ଆତ୍ମସମର୍ପଣ କଲେ ମାଲକାନଗିରି ଜିଲ୍ଲାର ପୂର୍ବତନ ଜିଲ୍ଲାପାଳ ମନୀଷ ଅଗ୍ରୱାଲ । ସେ ଆଜି ଆତ୍ମସମର୍ପଣ କରିବା ପରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି । ଜାମିନ୍ ଦେବା ନେଇ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । … Read More

ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ

ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି । ଓଡ଼ିଶାର … Read More

ଡାକ୍ତରଙ୍କ ହଷ୍ଟେଲ କ୍ୟାଣ୍ଟିନ ଭିତରେ ପଶି ଗଲା ବିମାନ ; ହେଲା ବଡ଼ ବିସ୍ଫୋରଣ

ଅହମ୍ମଦାବାଦ : ଅହମ୍ମଦାବାଦରେ ଗୁରୁବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ଏୟାରପୋର୍ଟ ନିକଟରେ ଏୟାର ଇଣ୍ଡିଆର ବିମାନ କ୍ରାସ୍‌ ହୋଇଛି। ଲଣ୍ଡନ ପାଇଁ ଉଡ଼ାଣ ଭରିବାର କିଛି ମିନିଟ୍‌ ଭିତରେ ବିମାନ ଏକ ୫ ମହଲା କୋଠାରେ ଖସି ପଡ଼ିଛି। ଜଣାପଡ଼ିଛି … Read More

ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ, ଜୁଲାଇ ୧ରୁ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ

ଭୁବନେଶ୍ୱର : ରେଳବାଇରେ ତତ୍କାଳ ଟିକେଟ୍ ବୁକିଂ ପାଇଁ ଆସିଲା ନୂଆ ନିୟମ। ଜୁଲାଇ ୧ ତାରିଖରୁ ତତ୍କାଳ ଟିକେଟ୍ ବୁକିଂ ପାଇଁ IRCTC ଓ୍ଵେବସାଇଟ୍ କିମ୍ବା ଆପ୍ ମାଧ୍ୟମରେ ଆଧାର ପ୍ରାମାଣିକରଣ ବାଧ୍ୟତାମୂଳକ କରାଯାଇଛି। ୧୫ ଜୁଲାଇରୁ ଆଧାର-ଲିଙ୍କ୍ ହୋଇଥିବା … Read More

ବିମାନ ଦୁର୍ଘଟଣାରେ ୧୭୦ ମୃତ, ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା

ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ୧୭୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ଥାନୀୟ ପ୍ରଶାସନ ସ୍ପଷ୍ଟ କରିଛି। ଏହି ସଂଖ୍ୟା ଆହୁରି ବଢ଼ିପାରେ ବୋଲି କୁହାଯାଉଛି। ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ମୃତହେଦକୁ ଅଧାରକରି ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅପରାହ୍ନ ସାଢ଼େ ୪ଟା … Read More

ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ +୩ କଟ୍‌ଅଫ୍‌ ମାର୍କ, ସବୁ ବିଭାଗରେ ରେଭେନ୍ସା ଆଗରେ

ପ୍ରକାଶ ପାଇଲା +୩ ପ୍ରଥମ କଟ୍ ଅଫ ଲିଷ୍ଟ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରଥମ କଟ୍ ଅଫ୍ ତାଲିକା ପ୍ରକାଶ ପାଇଛି । ବିଜ୍ଞାନ, ବାଣିଜ୍ୟ, କଳାରେ ରେଭେନ୍ସାରେ ଯାଇଛି ସର୍ବାଧିକ କଟ୍ ଅଫ୍ । ରାଜ୍ୟର ଅନ୍ୟ କଲେଜ … Read More

ବିମାନ ଦୁର୍ଘଟଣା : ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ : ଅହମ୍ମଦାବାଦରେ ଗୁରୁବାର ହୋଇଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣା ସମସ୍ତ ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଦୁର୍ଘଟଣାକୁ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବିରୋଧୀ ଦଳ ନେତା ରାହୁଲ ଗାନ୍ଧି … Read More