ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ କରି ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ପାଇଁ ଆଶୀର୍ବାଦ ଭିକ୍ଷା କଲି: ମୁଖ୍ୟମନ୍ତ୍ରୀ

ପୁରୀ: ରଥଯାତ୍ରା ପୂର୍ବରୁ ମହାପ୍ରଭୁଙ୍କର ସମ୍ପନ୍ନ ହେଉଥିବା ସ୍ନାନଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆ ଏକ୍ସରେ ସ୍ନାନଯାତ୍ରା ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ … Read More

ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ “ସମ୍ପୂର୍ଣ୍ଣ ରାଜନୈତିକ” ବୋଲି କହିଲେ ଖର୍ଗେ

ବେଙ୍ଗାଲୁରୁ: ଆରସିବି ଦଳାଚକଟା ଘଟଣାରେ ବିଜେପିର ଇସ୍ତଫା ଦାବିକୁ “ସମ୍ପୂର୍ଣ୍ଣ ରାଜନୈତିକ” ବୋଲି କହିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖର୍ଗେ। ବେଙ୍ଗାଲୁରେ ଆରସିବି କାର୍ଯ୍ୟକ୍ରମରେ ଦଳାଚକଟା ଘଟଣାରେ ଅବହେଳା ଅଭିଯୋଗ କରି ବିଜେପି ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା, ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର … Read More

ଧର୍ମଗଡ଼ ଉପଜିଲ୍ଲାପାଳ ଆଇଏଏସ ଧୀମାନ ଚକମା ସସପେଣ୍ଡ୍

ଭୁବନେଶ୍ବର:କଳାହାଣ୍ଡି ଜିଲାର ଧର୍ମଗଡ଼ ଉପଜିଲ୍ଲାପାଳ IAS ଧୀମାନ ଚକମା ସସପେଣ୍ଡ୍। ଭିଜିଲାନ୍ସ ଦ୍ବାରା ଗିରଫ ପରେ ତାଙ୍କୁ ନିଲମ୍ବନ କରାଯାଇଛି। ଧୀମାନଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିବାପରେ, ଧୀମାନଙ୍କୁ … Read More

ମହାପ୍ରଭୁଙ୍କ ମହାସ୍ନାନ ନୀତି ସମ୍ପନ୍ନ, ଶ୍ରୀଜିଉଙ୍କ ଦିବ୍ୟ ଦର୍ଶନ କଲେ ଭକ୍ତ

ପୁରୀ: ଦେବସ୍ନାନ ପୂର୍ଣ୍ଣିମାରେ ଚାରି ଠାକୁରଙ୍କ ମହାସ୍ନାନ ନୀତି ସମ୍ପନ୍ନ ହୋଇଛି । ସୁନା କୂଅରୁ ୧୦୮ ଗରା ପାଣି ଅଣାଯାଇ ମହାପ୍ରଭୁଙ୍କୁ ସେବାୟତମାନେ ମହାସ୍ନାନ କରାଇଛନ୍ତି । ମଙ୍ଗଳ ଆଳତି, ମଇଲମ, ଅବକାଶ ନୀତି ପରେ ମହାସ୍ନାନ ନୀତି ଆରମ୍ଭ … Read More

ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ … Read More

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି … Read More

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ … Read More

କାବୁଲ ଏୟାରପୋର୍ଟ ପାଖରେ ଆତଙ୍କବାଦୀ ଆଡ୍ଡା

କାବୁଲ : ଆତଙ୍କବାଦୀ ସଂଗଠନ ଇସଲାମିକ୍ ଷ୍ଟେଟ୍ ଖୋରାସାନ୍ ପ୍ରଦେଶ (ଆଇଏସକେପି)ର ଏକ ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ କରିଛି ତାଲିବାନ ।  ଆଫଗାନିସ୍ତାନ ଗସ୍ତ କରୁଥିବା ଭିଆଇପିମାନଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର କରୁଥିଲା ଆଇଏସକେପି। ଏଥିପାଇଁ କାବୁଲ ଅନ୍ତର୍ଜାତୀୟ ଏୟାରପୋର୍ଟ ପାଖରେ … Read More

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ … Read More

ଆର୍‌ପିଏସ୍‌ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ

ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ … Read More