ରାହୁଲ ଗାନ୍ଧୀ ବିହାରରେ ପରାଜୟକୁ ସ୍ୱୀକାର କରିସାରିଛନ୍ତି : ଫଡନାଭିସ

ମୁମ୍ବାଇ : ମହାରାଷ୍ଟ୍ର ନିର୍ବାଚନରେ ମ୍ୟାଚ ଫିକ୍ସିଂ ହୋଇଥିଲା ବୋଲି କଂଗ୍ରେସ ସାଂସଦ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ବୟାନକୁ ନେଇ ବିଜେପି ପକ୍ଷରୁ ତାଙ୍କୁ କଡ଼ା ସମାଲୋଚନା କରାଯାଇଛି । ତାଙ୍କୁ ସମାଲୋଚନା କରି ମହାରାଷ୍ଟ୍ର … Read More

ଫୁଲବାଣୀରେ ୧୦୦ ସିଟ ବିଶିଷ୍ଟ ମେଡିକାଲ କଲେଜ ହସ୍ପିଟାଲର ଶୁଭ ଉଦ୍‍ଘାଟନ କଲେ ମୁଖ୍ୟମନ୍ତ୍ରୀ, ଜିଲ୍ଲା ପାଇଁ ୭୫୦ କୋଟିର ପ୍ରକଳ୍ପ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ … Read More

ପାକିସ୍ତାନକୁ ୮୧ ପ୍ରତିଶତ ସାମରିକ କ୍ଷମତା ଚୀନରୁ ଆସେ: ଥରୁର

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ଶଶି ଥରୁର ୱାଶିଂଟନ ଡିସିରେ ଏକ କାର୍ଯ୍ୟକ୍ରମରେ କହିଛନ୍ତି ଯେ ଭାରତ-ପାକ୍ ବିବାଦରେ ଚୀନକୁ ଅଣଦେଖା କରିବା ଅସମ୍ଭବ, କାରଣ ପାକିସ୍ତାନର ୮୧% ସାମରିକ କ୍ଷମତା ଚୀନରୁ ଆସିଥାଏ। ଥରୁର ବର୍ତ୍ତମାନ ‘ଅପରେସନ୍ ସିନ୍ଦୁର’ ପରେ ଭାରତର … Read More

କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା: ତଦନ୍ତରୁ କେହି ବର୍ତ୍ତିବେ ନାହିଁ କହିଲେ ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: କପ୍ତିପଦାରେ ଅତିରିକ୍ତ ତହସିଲଦାରଙ୍କୁ ମାଡ଼ ମାରିବା ଘଟଣା। ପ୍ରତିକ୍ରିୟା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଯିଏ ବି ଏହି କାଣ୍ଡ କରିଛି ତାକୁ ଖୋଜି ଖୋଜି ଦଣ୍ଡ ଦିଆଯିବ। ପାତାଳରେ ଥିଲେ ବି ଅପରାଧିଙ୍କୁ ଧରାଯିବ … Read More

ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ

ବାଲେଶ୍ୱର: ଅନିୟମିତ କାର୍ଯ୍ୟ କରି ନିଲମ୍ୱିତ ହେଲେ ୫ ଜଣ କନେଷ୍ଟବଳ । ବାଲେଶ୍ୱର ଏସପି ନିୟମ ଭାଙ୍ଗିଥିବା କନଷ୍ଟେବଳଙ୍କ ବିରୋଧରେ ଆକ୍ସନ ନେଇଛନ୍ତି । ନିଲମ୍ୱିତ ୫ କନଷ୍ଟେବଳ ବାଲେଶ୍ୱର ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିଲେ । ଜିଲ୍ଲାପାଳଙ୍କ … Read More

୭ଟି ବିଭାଗରେ ୧୨୯୪ ଜଣଙ୍କୁ ନିଯୁକ୍ତି, ଏକ ବର୍ଷ ମଧ୍ୟରେ ନିଯୁକ୍ତି ମେଳା ମାଧ୍ୟମରେ ୨୭,୪୨୮ଟି ସରକାରୀ ପଦବୀ ପୂରଣ

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଉପଦେଶ- ବାପା ମାଆଙ୍କ ଆଶୀର୍ବାଦରେ ଆପଣ ମାନେ ଚାକିରୀ ପାଇଛନ୍ତି, ତାଙ୍କ ସେବା ସବୁବେଳେ କରୁଥିବେ, ପରିବାର ଲୋକଙ୍କ ମନରେ କେବେହେଲେ କଷ୍ଟ ଦେବେନାହିଁ ଗରିବ ଲୋକମାନେ ବହୁ କଷ୍ଟରେ ଅଛନ୍ତି, ସେମାନଙ୍କୁ ଠିକ୍ ସମୟରେ ନ୍ୟାୟ … Read More

ରଦ୍ଦ ହୋଇନି ସିମଲା ଚୁକ୍ତି : ପାକ୍ ବୈଦେଶିକ ମନ୍ତ୍ରାଳୟ

ଇସ୍ଲାମାବାଦ : ଗତକାଲି ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ କହିଥିଲେ ଯେ ଭାରତ ସହ ସ୍ବାକ୍ଷରିତ ସିମଲା ଚୁକ୍ତି ଏକ ମୃତ ଦଲିଲ ହୋଇଯାଇଛି । ଏହା ସହିତ ଦୁଇ ଦେଶ ୧୯୪୮ର ସ୍ଥିତିକୁ ଫେରିଯାଇଛନ୍ତି, ଯେତେବେଳେ ଜାତିସଂଘ ନିୟନ୍ତ୍ରଣ … Read More

ସୁନ୍ଦରଗଡ଼ ବିସ୍ଫୋରକ ଲୁଟ୍ ମାମଲା: ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗର ନୋଟିସ୍‌

ସୁନ୍ଦରଗଡ଼: ମାଓବାଦୀ ବିସ୍ଫୋରକ ଲୁଟ୍ ଘଟଣାରେ ସୁନ୍ଦରଗଡ଼ ଜିଲ୍ଲା କେ.ବଲାଙ୍ଗ ଥାନା ବାଙ୍କୋ ପଥର ଖଣି ମାଲିକଙ୍କୁ ଖଣି ବିଭାଗ ପକ୍ଷରୁ ଜାରି ହେଲା ନୋଟିସ। ପଥର ଖଣି ମାଲିକ ନିରଜ ପାଣ୍ଡେଙ୍କୁ ଦୁଇ ଦିନ ଭିତର ହାଜର ହେବା ପାଇଁ … Read More

ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ: ନିମନ୍ତ୍ରଣ କଲେ କାନାଡ଼ା ପ୍ରତିପକ୍ଷ

ନୂଆଦିଲ୍ଲୀ: ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସମ୍ମିଳନୀରେ ଯୋଗ ଦେବାକୁ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ଣ୍ଣିଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଫୋନ୍ କରି ନିମନ୍ତ୍ରଣ କରିଛନ୍ତି। ଏହାପରେ ମୋଦୀଙ୍କ … Read More

ଆର୍‌ଆଇଇରେ ନାମଲେଖା ଆବେଦନ ଆରମ୍ଭ, ୨୯ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଶିକ୍ଷକ ଶିକ୍ଷାରେ କ୍ୟାରିଅର କରିବାକୁ ଚାହାଁନ୍ତି କି ? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆର୍‌ଆଇଇ)ରେ ଶିକ୍ଷକ ଶିକ୍ଷା ନାମଲେଖା ଆବେଦନ ଆରମ୍ଭ ହୋଇଛି। ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ସୁଯୋଗ ମିଳିବ। ୨୯ … Read More