ପାକ୍ ପ୍ରଧାନମନ୍ତ୍ରୀଙ୍କ ସିନ୍ଧୁ ଜଳ ସନ୍ଧି ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କଲା ଭାରତ

ନୂଆଦିଲ୍ଲୀ,୧।୬: ଭାରତ ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ସିନ୍ଧୁ ଜଳ ସନ୍ଧି (ଆଇଡବ୍ଲୁଟି) ସମ୍ପର୍କିତ ଅଭିଯୋଗକୁ ଦୃଢ ଭାବେ ଖଣ୍ଡନ କରିଛି। ଭାରତର ପରିବେଶ ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତି ବର୍ଦ୍ଧନ ସିଂହ କହିଛନ୍ତି ଯେ ପାକିସ୍ତାନ ନିଜେ ସୀମାପାର ଆତଙ୍କବାଦକୁ ପ୍ରୋତ୍ସାହନ ଦେଇ … Read More

ମେ ୨୦୨୫ ରେ GST ସଂଗ୍ରହ ୧୬.୪% ବୃଦ୍ଧି

ନୂଆଦିଲ୍ଲୀ,୧ା୬: ଭାରତର ଅର୍ଥନୀତି ମେ ୨୦୨୫ ମାସରେ ଏକ ଶକ୍ତିଶାଳୀ ପ୍ରଦର୍ଶନ ଦେଖାଇଛି, ଯେଉଁଥିରେ ସାମଗ୍ରୀ ଓ ସେବା କର (GST) ସଂଗ୍ରହ ୧୬.୪% ବୃଦ୍ଧି ପାଇ ରୁ. ୨.୦୧ ଲକ୍ଷ କୋଟିରେ ପହଞ୍ଚିଛି। ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, … Read More

ଭାରତ ବର୍ଡରକୁ ଯାଆନ୍ତୁନି…ଚେତାବନୀ ଦେଲା ଚାଇନା

ବେଜିଂ,୧।୬: ଭାରତ ଏବଂ ଚାଇନା ମଧ୍ୟରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ସମ୍ପର୍କ ମଧ୍ୟରେ, ଚାଇନା ତାର ନାଗରିକମାନଙ୍କ ପ୍ରତି ଏକ ବଡ଼ ସତର୍କତା ଜାରି କରିଛି। ନେପାଳରେ ଥିବା ଚୀନ ଦୂତାବାସ ଚୀନ ନାଗରିକମାନଙ୍କୁ ଭାରତ-ନେପାଳ ସୀମା ନିକଟକୁ ଯିବାରୁ ନିବୃତ୍ତ ରହିବାକୁ … Read More

ଗାଜା ଉପରେ ଇସ୍ରାଏଲର ପୁଣି ଆକ୍ରମଣ: ୪୦ ମୃତ, ଶତାଧିକ ଆହତ ସୂଚନା

ନୂଆଦିଲ୍ଲୀ: ପୁଣି ଆକ୍ରମଣରେ ଥରିଲା ଗାଜା । ଗାଜାରେ ଇସ୍ରାଏଲର ବଡ଼ ଆକ୍ରମଣ । ପାଲେଷ୍ଟାଇନର ଔଷଧ ସାମଗ୍ରୀ ବଣ୍ଟନ କେନ୍ଦ୍ର ନିକଟରେ ଇସ୍ରାଏଲର ଆକ୍ରମଣରେ ପ୍ରାୟ ୪୦ ଜଣ ପ୍ରାଣ ହରାଇଥିବା ସୂଚନା ମିଳିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୫୦ରୁ … Read More

ଉତ୍ତର-ପୂର୍ବ ଭାରତରେ ଜଳ ପ୍ରଳୟ : ଅଧିକ ପ୍ରଭାବିତ ସିକ୍କିମ

ନୂଆଦିଲ୍ଲୀ: ବେହାଲ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ । ବିଭିନ୍ନ ସ୍ଥାନରେ ବର୍ଷା ପରେ ବନ୍ୟା ସ୍ଥିତି ଉପୁଜିଛି । ରାସ୍ତାରେ ପାଣି, ଘରେ ପାଣି, ବାହାରେ ପାଣି । ଜଳ ପାଇଁ ଜୀବନ ଜଳବନ୍ଦୀ ହୋଇଛି । କେଉଁଠି ଭୂସ୍ଖଳନରେ ଗାଡିରେ ଯାଉଥିବା … Read More

ରୁଷ ବିମାନଘାଟି ଉପରେ ୟୁକ୍ରେନର ଡ୍ରୋନ ଆକ୍ରମଣ, ୪୦ ବିମାନ ନଷ୍ଟ

କିବ୍ : ରବିବାର ଦିନ ୟୁକ୍ରେନ ସେନା ରୁଷ ଉପରେ ଏପର୍ଯ୍ୟନ୍ତ ସବୁଠାରୁ ବଡ଼ ଆକ୍ରମଣ କରିଥିବା ଦାବି କରିଛି। କୁହାଯାଉଛି ଯେ ୟୁକ୍ରେନ ସେନା ରୁଷୀୟ ବାୟୁସେନାକୁ ଟାର୍ଗେଟ କରିଛି। କିଭ୍ ଇଣ୍ଡିପେଣ୍ଡେଣ୍ଟ ଏକ ସୂତ୍ରକୁ ଉଦ୍ଧାର କରି ଲେଖିଛନ୍ତି … Read More

ନବ ଦାସ ହତ୍ୟା ମାମଲା: ତ୍ୱରିତ ବିଚାର ପାଇଁ ପିପିଙ୍କ ସହ କ୍ରାଇମବ୍ରାଞ୍ଚର ଆଲୋଚନା

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ପୁନଃ ତଦନ୍ତର ଦ୍ଵିତୀୟ ପର୍ଯ୍ୟାୟ ଛାନଭିନ ଗତକାଲିଠାରୁ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ଦିନରେ ଅତିରିକ୍ତ ଏସପି ବିଜୟ ମଲ୍ଲିକ ଝାରସୁଗୁଡ଼ା ଅତିରିକ୍ତ ଦୌରା ଜଜଙ୍କ କୋର୍ଟରେ ପହଞ୍ଚି ପବ୍ଲିକ ପ୍ରସିକ୍ୟୁଟରଙ୍କ ସହ … Read More

ଖୁବ୍ ଶୀଘ୍ର ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର … Read More

ତାଇଓ୍ବାନ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ: ଆମେରିକା

ତାଇଓ୍ବାନକୁ ଦଖଲ କରିବାକୁ ପ୍ରସ୍ତୁତ ହେଉଛି ଚୀନ। ଭାରତ-ପ୍ରଶାନ୍ତ ମହାସାଗରୀୟ କ୍ଷେତ୍ରର ସହଯୋଗୀମାନଙ୍କୁ ଶନିବାର ଏ ନେଇ ସତର୍କ କରାଇଛନ୍ତି ଆମେରିକା ପ୍ରତିରକ୍ଷା ସଚିବ ପେଟ୍‌ ହେଗସେଠ୍‌। ଚୀନ ତାଇଓ୍ବାନ ଉପରେ ଆକ୍ରମଣ କରି ତାହାକୁ ନିଜ କବଜାକୁ ନେବା ଲାଗି … Read More

୧୯ ଘଣ୍ଟା ଅଟକ ପରେ ମୁକ୍ତ ହେଲେ ସୁନ୍ଦରଗଡ଼ ବିଧାୟକ

ସୁନ୍ଦରଗଡ଼: ୧୯ ଘଣ୍ଟା ଅଟକ ପରେ ବିଧାୟକ ଯୋଗେଶ ସିଂ ଏବଂ ଗ୍ରାମବାସୀଙ୍କୁ ଛାଡ଼ିଲା ପୁଲିସ। ଉପ ଜିଲ୍ଲାପାଳ, ଅତିରିକ୍ତ ଏସ ପି ଏବଂ ଏସ ଡି ପି ଓ ଅଟକ ବିଧାୟକ ଓ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଲିସ … Read More