ଆମେ କେବେ ମୁଣ୍ଡ ନୁଆଁଇବୁ ନାହିଁ,ସିନ୍ଧୁ ଜଳ ଚୁକ୍ତି ପାକିସ୍ତାନ ପାଇଁ ଲକ୍ଷ୍ମଣରେଖା: ପୁଣି ବିଷ ଓଗାଳିଲେ ମୁନିର

ଇସଲାମାବାଦ: ପାକିସ୍ତାନ ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ପୁଣି ଥରେ ଭାରତ ବିରୋଧରେ କଠୋର କଥା କହିଛନ୍ତି। ସେ କହିଛନ୍ତି ଯେ, ସିନ୍ଧୁ ଜଳ ଚୁକ୍ତି ପାକିସ୍ତାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ମଣରେଖା ସଦୃଶ, ଯାହାକୁ ସେ କେବେ … Read More

ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି

ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି । କମିଶନ ଖୁବ ଜିଦଖୋର । ନିଜକୁ ବହୁତ ବଡ଼ ଭାବୁଛନ୍ତି । ଏଥିପାଇଁ ଭୁଲ କଲେ ବି କମିଶନ ସ୍ବୀକାର କରୁନାହାନ୍ତି … Read More

ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି। ଏହାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏକ ବଡ଼ ସୂଚନା ଘୋଷଣା କରିଛନ୍ତି। … Read More

ବିଏଲଏ ଦଖଲରେ ପାକିସ୍ତାନର ସୁରାବ ସହର

ଇସଲାମାବାଦ: ପାକିସ୍ତାନରେ ବଲୋଚ ମୁକ୍ତି ବାହିନୀ (ବିଏଲଏ)କୁ ଆଉ ଏକ ସଫଳତା ମିଳିଛି । ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶର ସୁରାବ ସହରକୁ ବିଏଲଏ କବଜା କରି ଜଣେ ପାକିସ୍ତାନୀ ଅଧିକାରୀଙ୍କୁ ହତ୍ୟା କରିଛି। ମୃତ ସରକାରୀ କର୍ମଚାରୀ ହେଉଛନ୍ତି ଅତିରିକ୍ତ ଉପାୟୁକ୍ତ … Read More

ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ

ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ।  ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ ।  ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଗତକାଲି ଚଢଉ କରିଥିଲା … Read More

ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍

ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ … Read More

ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ

ଜେରୁଜେଲମ: ହମାସର ଗାଜା ମୁଖ୍ୟ ମହମ୍ମଦ ସିନଓ୍ବାରକୁ ନିପାତ କରିବା ପରେ ଇସ୍ରାଏଲୀ ସେନା ଆଉ ଏକ ବଡ଼ ସଫଳତା ହାସଲ କରିଛି। ଇସ୍ରାଏଲୀ ସେନା (ଆଇଡିଏଫ୍) ଲେବାନନରେ ଏକ ବିମାନ ଆକ୍ରମଣରେ ଜଣେ ଶୀର୍ଷ ହିଜବୁଲ୍ଲା କମାଣ୍ଡରଙ୍କୁ ହତ୍ୟା କରିଛି। … Read More

ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ଚଢାଉ, ଭଡ଼ାରେ ରଖୁଥିବା ମାଲିକଙ୍କ ପରିଚୟ ପତ୍ର ଯାଞ୍ଚ

ଜଳେଶ୍ୱର : ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପୋଲିସ ଚଢାଉ । ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ସାହାବାଜିପୁର ଗାଁରେ ଚଢାଉ କରିଛି ପୋଲିସ । ଗତ ୨୫ ତାରିଖରେ ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ … Read More

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାରମାସୀ ଦଣ୍ଡା ସ୍ଥିତ ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର। ପଞ୍ଚରିଡ଼ା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ … Read More

ଆତଙ୍କବାଦୀ ଆକ୍ରମଣରେ ପ୍ରାଣହରାଇଥିବା ଶୁଭମଙ୍କ ସ୍ତ୍ରୀଙ୍କୁ ଭେଟିଲେ ମୋଦୀ

କାନପୁର: ଉତ୍ତରପ୍ରଦେଶର କାନପୁରର ବ୍ୟବସାୟୀ ଶୁଭମ୍ ଦ୍ବିବେଦୀ ନିକଟରେ ପରିବାର ସହ ଜମ୍ମୁ-କାଶ୍ମୀର ପହଲଗାମକୁ ବୁଲିବାକୁ ଯାଇଥିଲେ। ଏହି ସମୟରେ କେହି କିଛି ବୁଝିବା ପୂର୍ବରୁ ସେଠାରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରକୁ ଗୁଳି କରିବା ଆରମ୍ଭ କରି ଦେଇଥିଲେ। ଆତଙ୍କବାଦୀଙ୍କ ପ୍ରଥମ … Read More