ଅପରେସନ ସିନ୍ଦୂର ଶେଷ ହୋଇନାହିଁ ; ସେନା ଆତଙ୍କବାଦୀ ବିରୋଧରେ ଲଢ଼େଇକୁ ତିନିଟି ସୂତ୍ରରେ ବାଣ୍ଟିଛି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର କାନପୁରଗସ୍ତରେ ଅଛନ୍ତି। ଶୁକ୍ରବାର ମୋଦୀ ସେଠାରେ ୪୭,୬୦୦କୋଟିର ୧୭ଟି ପରିଯୋଜନାର ଲୋକାର୍ପଣ ଓ ଶିଳାନ୍ୟାସ କରିଛନ୍ତି। ଏଥିରେ ରେଳବ୍ରିଜ, ଅଗ୍ନିଶମ କେନ୍ଦ୍ର ଓ ଟ୍ରିଟମେଣ୍ଟ ପ୍ଲାଣ୍ଟ ଭଳି ପରିଯୋଜନା ଅନ୍ତର୍ଭୁକ୍ତ ରହିଛି। ମୋଦୀ ନିଜ … Read More
