କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା : ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା … Read More

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର … Read More

ମହିଳା ସଶକ୍ତିକରଣ କେବଳ ସ୍ଲୋଗାନ ନୁହେଁ, ଆମର ପ୍ରତିବଦ୍ଧତା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଦେଶର ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ସଫଳତାକୁ ସମର୍ଥନ ଏବଂ ଗ୍ରାମୀଣ ମହିଳା ଉଦ୍ୟୋଗୀମାନଙ୍କୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ଲକ୍ଷପତି ଦିଦି ସମ୍ମିଳନୀ ୨୦୨୫’ ଆୟୋଜିତ ହୋଇଯାଇଛି। ଲୋକସେବା ଭବନର ସମ୍ମିଳନୀ କକ୍ଷରେ … Read More

ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ … Read More

ପୋଲ ଉପରେ ୪ ଫୁଟର ପାଣି, ବୌଦ୍ଧ-ବଲାଙ୍ଗୀର ଯୋଗାଯୋଗ ବିଚ୍ଛିନ୍ନ

ବୌଦ୍ଧ ଜିଲ୍ଲାରେ ଏକ ପୋଲ ଉପରେ ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲା ମଧ୍ୟରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଖବର ଅନୁସାରେ, ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ାକୁ ରେକଡୋଲ … Read More

ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା … Read More

ଦୁଇଥର ଅସ୍ତ୍ରବିରତି ପାଇଁ ଭାରତ ସହ ସମ୍ପର୍କ କରିଥିଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ଅପରେସନ ସିନ୍ଦୂର ଜରିଆରେ ଆତଙ୍କବାଦୀଙ୍କ ଉପରେ ଶକ୍ତିଶାଳୀ ଆକ୍ରମଣ କରି ପ୍ରତିଶୋଧ ନେଇଥିଲା। ଏହି ଆକ୍ରମଣ ପରେ ପାକିସ୍ତାନ କ୍ରମାଗତ ଭାବେ ଅସ୍ତ୍ରବିରତି ଉଲ୍ଲଘଂନ କରି ଚାଲିଥିଲା। ଏହାର ବି କଡ଼ା ଜବାବ … Read More

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର :  ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । … Read More

ମଣିପୁରରେ ପୁଣି ବୀରେନ ସିଂ ସରକାର ସମ୍ଭାବନା !

ଇମ୍ପାଲ : ମଣିପୁର ରାଜନୀତିରେ ପୁଣି ଥରେ ସରକାର ଗଠନ ପାଇଁ ଉଦ୍ୟମ ଆରମ୍ଭ ହୋଇଯାଇଛି । ବିଜେପି ବିଧାୟକମାନଙ୍କ ଏକ ୧୦ ଜଣିଆ ପ୍ରତିନିଧି ଦଳ ଆଜି ମଣିପୁରର ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଛନ୍ତି। … Read More

ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ, ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ

ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି … Read More