ଆମେରିକାରେ ଚିନ୍ତା ବଢାଇଲା କରୋନା; ସପ୍ତାହରେ ୩୫୦ ମୃତ
ନୂଆଦିଲ୍ଲୀ : ଭାରତରେ କରୋନା ଭୂତାଣୁ ମାମଲା ଗମ୍ଭୀର ହୋଇନାହିଁ । ମାତ୍ର ଆମେରିକାରେ କରୋନା ଚିନ୍ତା ବଢାଇଛି । ଆମେରିକାରେ ପ୍ରତ୍ୟେକ ସପ୍ତାହରେ ୩୫୦ ଜଣଙ୍କ ମୃତ୍ୟୁ କୋଭିଡ୍ କାରଣରୁ ହୋଇଛି । ଆମେରିକା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ମିଳିଥିବା … Read More
