ଚୀନ ରାସାୟନିକ କାରଖାନାରେ ବିସ୍ଫୋରଣ

ବେଜିଂ: ମଙ୍ଗଳବାର ଦିନ ଚୀନର ପୂର୍ବ ଶାଣ୍ଡୋଙ୍ଗ ପ୍ରଦେଶରେ ଥିବା ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣଟି ଏତେ ପ୍ରଚଣ୍ଡ ଥିଲା ଯେ ତାହାର ଶବ୍ଦ ଓ ନିଆଁ ବହୁଦୂରକୁ ଦେଖାଯାଇଥିଲା । ତେବେ ଏପର୍ଯ୍ୟନ୍ତ କୌଣସି ମୃତାହତର ଖବର … Read More

୬୮ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ପଦ୍ମ ପୁରସ୍କାର ପ୍ରଦାନ କରୁଛନ୍ତି ରାଷ୍ଟ୍ରପତି

ନୂଆଦିଲ୍ଲୀ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଦ୍ଵିତୀୟ ନାଗରିକ ଅନୁସନ୍ଧାନ ସମାରୋହରେ ପଦ୍ମ ପୁରସ୍କାର ପ୍ରଦାନ କରୁଛନ୍ତି। ଦେଶର ସର୍ବୋଚ୍ଚ ନାଗରିକ ପୁରସ୍କାର ମଧ୍ୟରୁ ଅନ୍ୟତମ ପଦ୍ମ ପୁରସ୍କାର ତିନୋଟି ବର୍ଗରେ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ … Read More

ଭାରତର ଆତଙ୍କବାଦ ପ୍ରତି ଶୂନ୍ୟ ସହନଶୀଳତା ନୀତି ବିଷୟରେ ବିଶ୍ୱକୁ ବାର୍ତ୍ତା ଦେଉଛନ୍ତି ସଂସଦୀୟ ପ୍ରତିନିଧି ଦଳ

ନୂଆଦିଲ୍ଲୀ : ଭାରତର ଆତଙ୍କବାଦ ବିରୋଧୀ ଲଢ଼େଇରେ ବିଶ୍ୱ ସମୁଦାୟର ସମର୍ଥନ ହାସଲ କରିବା ଲାଗି ଭାରତ ସରକାରଙ୍କ ଦ୍ୱାରା ଗଠିତ ୭ଟି ସର୍ବଦଳୀୟ ପ୍ରତିନିଧି ମଣ୍ଡଳୀ ମଧ୍ୟରୁ ଗୋଟିଏ କୁଏତରେ ପହଞ୍ଚିଛି। ଲୋକସଭା ସାଂସଦ ବୈଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏହି … Read More

ପାକିସ୍ତାନ ସହ ବଡ଼ ଡିଲ୍‌ କଲା ଋଷିଆ, ଭାରତକୁ ଜୋରଦାର ଝଟ୍‌କା

ନୂଆଦିଲ୍ଲୀ,୨୭।୫: ଭାରତର ବନ୍ଧୁ ଦେଶ ଋଷିଆ ପାକିସ୍ତାନ ସହିତ ଏକ ଆଧୁନିକ ଇସ୍ପାତ କାରଖାନା ର୍ନିମାଣ ପାଇଁ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିଛି। ଏହି ଚୁକ୍ତି ୨୦୧୫ରେ ବନ୍ଦ ହୋଇଯାଇଥିବା ସୋଭିଏତ-ର୍ନିମିତ ଇସ୍ପାତ କାରଖାନାକୁ ପୁନର୍ଜୀବିତ କରିବ। ପାକିସ୍ତାନୀ ଅଧିକାରୀ ଏବଂ … Read More

ବାଂଲାଦେଶ ସୀମାରେ ଯୁଦ୍ଧ ସ୍ଥିତି! ଏୟାରବେସ୍‌ ଆକ୍ଟିଭ୍‌ କଲା ଭାରତ

ନୂଆଦିଲ୍ଲୀ,୨୭।୫: ବାଂଲାଦେଶର ଚାଇନା ସହ ବଢୁଥିବା ସମ୍ପର୍କକୁ ମୁକାବିଲା କରିବା ପାଇଁ ଭାରତ ଅରୁଣାଚଳ ପ୍ରଦେଶରେ ଥିବା ୧୯୭୧ ଭାରତ-ପାକିସ୍ତାନ ଯୁଦ୍ଧ ସମୟରେ ବ୍ୟବହୃତ ବିଜୟନଗର ଏୟାରବେସ୍‌କୁ ପୁଣିଥରେ ସକ୍ରିୟ କରିବାକୁ ଯୋଜନା କରୁଛି। ଏହି ଏୟାରବେସ, ଯାହା ଚାଙ୍ଗ ଜିଲ୍ଲାରେ … Read More

୧୫ ସେପ୍ଟେମ୍ବର ସୁଦ୍ଧା ଦାଖଲ କରିହେବ ଆୟକର ରିଟର୍ଣ୍ଣ

ନୂଆଦିଲ୍ଲୀ : ଦେଶର କୋଟି କୋଟି ଆୟକରଦାତା ମାନଙ୍କ ପାଇଁ ଏକ ବଡ଼ ଖବର। କେନ୍ଦ୍ରୀୟ ପ୍ରତ୍ୟକ୍ଷ ଟିକସ ବୋର୍ଡ (ସିବିଡିଟି) ପକ୍ଷରୁ ଆୟକର ରିଟର୍ଣ୍ଣ ଫାଇଲ ତାରିଖକୁ ୧୫ ସେପ୍ଟେମ୍ବରକୁ ବୃଦ୍ଧି କରାଯାଇଥିବା ଘୋଷଣା କରାଯାଇଛି। ସିବିଡିଟି ଦ୍ୱାରା ଦିଆଯାଇଥିବା … Read More

ଅପରେସନ ସିନ୍ଦୂରର ନୂଆ ଭିଡିଓ; ୭୨ଟି ଆତଙ୍କବାଦୀ ଶିବିର ନଷ୍ଟ କରାଯାଇଥିବା ଦାବି

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବ ଦେବା ପାଇଁ ଭାରତ ପାକିସ୍ତାନରେ ଆତଙ୍କବାଦୀ ଆଡ୍ଡାଗୁଡ଼ିକୁ ଧ୍ୱଂସ କରିବା ପାଇଁ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା। ଏହି ଆକ୍ରମଣ ପରେ ଅପରେସନ ସିନ୍ଦୂରକୁ ନେଇ ନିରନ୍ତର ଖବର ଆସିବାରେ ଲାଗିଛି। ଅପରେସନ ସିନ୍ଦୂରକୁ … Read More

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି

ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି … Read More

ଲଘୁଚାପ ସୃଷ୍ଟି : ଆସନ୍ତା ୩୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ … Read More

ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, … Read More