ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ
ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ । ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ । ଦୀଘା … Read More
