ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା … Read More

ବିଶ୍ବ ସୁନ୍ଦରୀ ପ୍ରତିଯୋଗିତାରୁ ଓହରିଲେ ମିସ୍‌ ଇଂଲଣ୍ଡ

ହାଇଦରାବାଦ: ସଂପ୍ରତି ତେଲଙ୍ଗାନା ରାଜଧାନୀ ହାଇଦରାବାଦରେ ବିଶ୍ବ ସୁନ୍ଦରୀ ପ୍ରତିଯୋଗିତା ଆୟୋଜିତ ହେଉଛି। ମେ’ ୧୧ରୁ ଆରମ୍ଭ ହୋଇଥିବା ଏହି ପ୍ରତିଯୋଗିତାରେ ୧୦୮ ଦେଶର ସୁନ୍ଦରୀମାନେ ଅଂଶଗ୍ରହଣ କରୁଛନ୍ତି। ତେବେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରୁଥିବା ଇଂଲଣ୍ଡ ପ୍ରତିଯୋଗୀ ତଥା ମିସ୍‌ … Read More

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ … Read More

ଭାରତ ହେଲା ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତି

ଜାପାନକୁ ପଛରେ ପକାଇ ଭାରତ ବିଶ୍ଵର ୪ର୍ଥ ବୃହତ୍‌ ଅର୍ଥନୀତିରେ ପରିଣତ ହୋଇଛି। ଶନିବାର ନୀତି ଆୟୋଗ ସିଇଓ ବି.ବି.ଆର. ସୁବ୍ରମଣ୍ୟମ ଏହି ସୂଚନା ଦେଇଛନ୍ତି। ସେ ନୀତି ଆୟୋଗ ପରିଚାଳନା ପରିଷଦର ୧୦ମ ବୈଠକ ପରେ କହିଥିଲେ ଯେ, ବିଶ୍ଵର … Read More

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ ସରକାରଙ୍କ … Read More

ଆସନ୍ତା ୨୮ ତାରିଖରେ ଅନୁଷ୍ଠିତ ହେବ କୋଭିଡ୍‌ ସମୀକ୍ଷା ବୈଠକ

ନୂଆଦିଲ୍ଲୀ : ଦେଶରେ ଲଗାତାର କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି । ଆସନ୍ତା ୨୮ ତାରିଖରେ କୋଭିଡ୍‌ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ । କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବସିବ । ଏହି ବୈଠକରେ ସମସ୍ତ … Read More

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ … Read More

ମହିଳାଙ୍କୁ ସାବିତ୍ରୀ ଭାର ବାଣ୍ଟିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଗୋପାଳପୁର: ବାପା ଘରୁ ଅମାବାସ୍ୟା ଭାର କେବେ ଆସିବ ସେଥିପାଇଁ ଝିଅ ମାନେ ଅପେକ୍ଷା କରିଥାନ୍ତି। ଭାଇ ନେଇ ଭଉଣୀ ପାଖରେ ପହଞ୍ଚାଇ ଦିଏ ସେହି ଭାର। ଭଉଣୀଙ୍କୁ ଭାଇ ଦିଏ ଅମାବାସ୍ୟା ଭାର। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ … Read More

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ

ଭୁବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି, ବିସିଏଏସ୍ ବିମାନବନ୍ଦରରେ … Read More

ଦେଶବ୍ୟାପୀ କରୋନା ସଂକ୍ରମିତ ସଂଖ୍ୟା ବୃଦ୍ଧି, କେରଳରେ ୨୭୩ ଓ ଦିଲ୍ଲୀରେ ୨୩ ଚିହ୍ନଟ

ପୁଣି ଥରେ ଲେଉଟୁଛି କରୋନା। ଧୀରେ ଧୀରେ କରୋନା ସଂକ୍ରମଣ ଦେଶବ୍ୟାପୀ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବାରୁ ସରକାରଙ୍କ ପାଇଁ ଏହା ସତର୍କ ଘଣ୍ଟି ସଦୃଶ ହୋଇଛି। ହେଲେ ବର୍ତ୍ତମାନ ସୁଦ୍ଧା ଏ … Read More