ପୁଣି ଆତ୍ମସମର୍ପଣ କଲେ ୨୪ ମାଓବାଦୀ

ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆଗେଇ ଆସୁଛନ୍ତି ମାଓବାଦୀ। ଲଗାତାର ଲାଲବାହିନୀ ଆତ୍ମସମର୍ପଣ କରୁଛନ୍ତି। ଏବେ ପୁଣି ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ରାଜ୍ୟର ବିଜାପୁର ପୋଲିସ ନିକଟରେ ୨୪ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୋଟ୍‌ … Read More

କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର  : ଏଥର ସଅଳ ଆସିଲା ମୌସୁମୀ । କେରଳ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଥାପିଛି । ୨୦୦୯ ପରେ ଏଥର ସଅଳ ମୌସୁମୀ … Read More

ରାଜଧାନୀରେ ଚାଲିବ ହାଇଡ୍ରୋଜେନ ବସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଚାଲିବ ହାଇଡ୍ରୋଜେନ ବସ। ପ୍ରାରମ୍ଭିକ ଭାବେ ୩ଟି ହାଇଡ୍ରୋଜେନ୍ ବସ ଚାଲିବ। ଏନେଇ ଏମଓୟୁ ସରିଛି। ଏନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ … Read More

ପଦ ଛାଡ଼ିବେନି ମହମ୍ମଦ ୟୁନୁସ୍

ଢାକା : ବାଂଲାଦେଶର ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନିଜ ପଦରେ ବଜାୟ ରହିବେ । ଏହା ସହିତ ସେ ଇସ୍ତଫା ଦେବା ନେଇ ହେଉଥିବା ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି । “ସେ (ୟୁନୁସ) ପଦ ଛାଡିବେ ବୋଲି କହି … Read More

୧୨ ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ

ଭୁବନେଶ୍ୱର : ୧୨  ଲକ୍ଷ ଟଙ୍କା ଠକେଇ କରି ବନ୍ଧା ହେଲା ସାଇବର ଠକ । ସାଇବର ଠକକୁ ଗିରଫ କଲା ସାଇବର ଥାନା ପୋଲିସ । ମିଥ୍ୟା ପ୍ରତିଶୃତି ଦେଇ ଠକ ଠକିନେଇଥିଲା  ୧୨  ଲକ୍ଷ ଟଙ୍କା । ବାଲେଶ୍ଵରରୁ ଗିରଫ … Read More

୬ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ଆଉ ଛଅ ଜଣ ଓଏଏସ ଅଧିକାରୀଙ୍କୁ ନୂତନ ଦାୟିତ୍ୱ ଦେଇଛନ୍ତି। ଲୋପାମୁଦ୍ରା ମହାନ୍ତିଙ୍କୁ ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି ଦିଆଯାଇଛି। ଭୁବନେଶ୍ୱରରେ ଓୟୁଏଟିର ପୂର୍ବତନ ରେଜିଷ୍ଟ୍ରାର GA ଏବଂ PG ବିଭାଗରେ … Read More

୨୦୨୪-୨୫ ପାଇଁ ୮.୨୫%ରେ ଅପରିବର୍ତ୍ତିତ ରହିଲା ଇପିଏଫ ସୁଧହାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (ଇପିଏଫ) ଉପରେ ୮.୨୫ ପ୍ରତିଶତ ସୁଧ ହାରକୁ ଅନୁମୋଦନ କରିଛନ୍ତି। ଏହା ଫଳରେ, ଇପିଏଫଓ ଏହାର ସାତ କୋଟିରୁ ଅଧିକ ଆକାଉଣ୍ଟଧାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ଉପରେ ବାର୍ଷିକ … Read More

ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ୍‌ କଲେ ମନ୍ତ୍ରୀ ରବି ନାରାୟଣ ନାଏକ

ସୁବର୍ଣ୍ଣପୁର : ମନରେଗା କାମରେ ଲାଗିଥିବା ଜେସିବିକୁ ସିଜ କଲେ ମନ୍ତ୍ରୀ ।  ଆକ୍ସନ ମୋଡରେ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ ରବି ନାରାୟନ ନାଏକ ।  ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ବେଳେ ବିନିକା ବ୍ଲକ ତୁଲୁଣ୍ଡୁପାଳି ଠାରେ ମନରେଗା … Read More

ବାଂଲାଦେଶୀ ଅନୁପ୍ରବେଶଙ୍କ ପାଇଁ ଟ୍ବିନ୍‌ସିଟିରେ ବଢୁଛି ଅପରାଧ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ। କହିଲେ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍‌ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି। ଚେକ୍‌ ଦେବାକୁ … Read More

ଜମ୍ମୁ କଶ୍ମୀରର ପୁଞ୍ଛ ସୀମାନ୍ତରେ କ୍ଷତିଗ୍ରସ୍ତ ପରିବାରକୁ ଭେଟିଲେ ରାହୁଲ ଗାନ୍ଧୀ

ଶ୍ରୀନଗର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଆଜି ଜମ୍ମୁ କଶ୍ମୀରର ପୁଞ୍ଛ ଗସ୍ତ କରିଛନ୍ତି। ସେ ସୀମାନ୍ତରେ ପାକିସ୍ତାନର ଆକ୍ରମଣରେ କ୍ଷତିଗ୍ରସ୍ତ ହୋଇଥିବା ପରିବାରକୁ ଭେଟିଛନ୍ତି। ଅପେରସନ ସିନ୍ଦୂର ପରେ ପାକିସ୍ତାନର ଗୁଳିବର୍ଷା ଯୋଗୁଁ ପୁଞ୍ଛ ଏବଂ ରାଜୌରୀ … Read More