ଆଫଗାନିସ୍ତାନ ପର୍ଯ୍ୟନ୍ତ ବ୍ୟାପ୍ତ ହେବ ସିପିଇସି, ତ୍ରିପାକ୍ଷିକ ଆଲୋଚନା କଲା ଚୀନ
ଚୀନ ପାକିସ୍ତାନ ଅର୍ଥନୈତିକ କରିଡର(ସିପିଇସି) ଆଫଗାନିସ୍ତାନ ପର୍ଯ୍ୟନ୍ତ ବ୍ୟାପ୍ତ ହେବ। ଏଥିପାଇଁ ଆଫଗାନିସ୍ତାନ ସହମତି ଜଣାଇଛି। ପାକିସ୍ତାନ ଏବଂ ଆଫଗାନିସ୍ତାନ ସହିତ ଚୀନ ତ୍ରିପାକ୍ଷିକ ଆଲୋଚନା କରିଛି। ପାକିସ୍ତାନ ଉପପ୍ରଧାନମନ୍ତ୍ରୀ ତଥା ବିଦେଶ ମନ୍ତ୍ରୀ ଇଶାକ ଦାର, ଚୀନ ବିଦେଶ ମନ୍ତ୍ରୀ … Read More
