ଅଧିକାରୀଙ୍କ ଭୁଲ୍‌ ପାଇଁ ସରକାର ଗଣିବେ ୨୦ କୋଟିର ତଣ୍ଡ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ଖର୍ଚ୍ଚ କରାଯିବ, ସେନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି। ଏ ସଂକ୍ରାନ୍ତରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି। … Read More

ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଉଦ୍ୟମ

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ପ୍ରେମିକ ଜଣକ ଯୁବତୀଙ୍କୁ ଏସିଡ ଫିଙ୍ଗିବାକୁ ଉଦ୍ୟମ କରିଛନ୍ତି। ହେଲେ ସ୍ଥାନୀୟ ଲୋକେ … Read More

ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି ଏନ୍ଆଇଏ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: କୌଣସି ବି ପରିସ୍ଥିତିରେ ପାକିସ୍ତାନୀ ଗୁପ୍ତଚରଙ୍କୁ ଛଡ଼ାଯିବନି। ଯେତେ ଯାହାର ଲିଙ୍କ୍ ଥିବ, ସବୁ ବାହାରିବ। ଏଥିଲାଗି ଏନ୍ଆଇଏ ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି। ଯାହାର ଲିଙ୍କ୍‌ ବାହାରିବ ସେ ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ। … Read More

ଏକସଙ୍ଗେ ଆସୁଛି ଦୁଇ ଲଘୁଚାପ

ଭୁବନେଶ୍ବର: ମେ’ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ … Read More

ଭାରତର ଆକ୍ରମଣରେ ନଷ୍ଟ ହୋଇଥିବା ଆତଙ୍କବାଦୀ ଆଡ୍ଡାକୁ ପୁଣି ନିର୍ମାଣ କରିବାକୁ ଚେଷ୍ଟା କରୁଛି ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ‘ଅପରେସନ୍ ସିନ୍ଦୂର’କୁ ଆଧାର କରି ଭାରତ ନଅଟି ଆତଙ୍କବାଦୀ ଆଡ୍ଡାକୁ ଟାର୍ଗେଟ କରିଥିଲା। ପାକିସ୍ତାନକୁ କଡ଼ା ଜବାବ ଦେଇ ନଅଟି ଆତଙ୍କବାଦୀ ଆଡ୍ଡାକୁ ସମ୍ପୂର୍ଣ୍ଣ ଭାବେ ଧ୍ୱଂସ କରି ଦେଇଥିଲା ଭାରତ। ଭାରତର ଏହି … Read More

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି, … Read More

ଖୁବଶୀଘ୍ର ନୟାଗଡରୁ ବୌଦ୍ଧକୁ ଟ୍ରେନ୍ ଚାଲିବ: ମୁଖ୍ୟମନ୍ତ୍ରୀ

ବୌଦ୍ଧ: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲା ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକରେ ନିଜର … Read More

ଲଜ୍ ଭିତରୁ ମିଳିଲା ଯୁବକଙ୍କ ମୃତଦେହ

ନୂଆପଡ଼ା: ନୂଆପଡ଼ା ସହର ସ୍ଥିତ ନୀଳାଦ୍ରି ବିହାର କଲ୍ୟାଣ ମଣ୍ଡପ ଓ ଲଜର ୧୧୫ ନମ୍ବର ବନ୍ଦ କୋଠରୀ ଭିତରୁ ସ୍ଥାନୀୟ ପୁଲିସ ସହାୟତାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ୟକ୍ତି ଜଣକ ପଡ଼ୋଶୀ ଛତିଶଗଡ଼ ଦୁର୍ଗ ଜିଲ୍ଲା ଭିଳାଇ … Read More

ଗୁପ୍ତଚର ଜ୍ୟୋତିଙ୍କ ସହ ପ୍ରିୟଙ୍କାଙ୍କ ଲିଙ୍କ୍: ପୁରୀ ଛାଡ଼ି ନଯିବାକୁ ଯୁବତୀଙ୍କୁ ନିର୍ଦ୍ଦେଶ

ପୁରୀ: ବର୍ଷ ବର୍ଷ ଧରି ଶତ୍ରୁରାଷ୍ଟ୍ର ପାକିସ୍ତାନ ପାଇଁ ଗୁପ୍ତଚୋର କରୁଥିବା ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାକୁ ହରିୟାଣା ପୋଲିସ ଗିରଫ କରିବା ପରେ ଗୋଟେ ପରେ ଗୋଟେ ଗୁମର ଖୋଲିବାରେ ଲାଗିଛି। ଏହାରି ଭିତରେ ପୁରୀ କାଳିକାଦେବି ସାହିର ପ୍ରିୟଙ୍କା … Read More

କାଠଯୋଡ଼ିରେ ବୁଡି ଦୁଇ ଜଣ ଯୁବକ ନିଖୋଜ, ଜଣଙ୍କର ମୃତ ଦେହ ଉଦ୍ଧାର

କଟକ : ଗାଧେଇଲା ବେଳେ ଅଘଟଣ। କଟକ ସଡ଼ିଏ ୧୧ ନିକଟ କାଠଯୋଡ଼ି ଗଡା ନିକଟରେ ଗାଧେଇଲା ବେଳେ ବୁଡି ଗଲେ ଦୁଇ ଯୁବ ଇଞ୍ଜିନିୟର । ଜଣଙ୍କ ମୃତ ଶରୀର ଉଦ୍ଧାର କରାଯାଇଥିବା ବେଳେ ଏବେ ବି ଜଣେ ନିଖୋଜ ଅଛନ୍ତି … Read More