ଝାରସୁଗୁଡା ଜିଲ୍ଲାରେ ଦୁଇ ନାବାଳକଙ୍କୁ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ :  ଝାରସୁଗୁଡା ଜିଲ୍ଲାରେ ଦୁଇ ଜଣ ନାବାଳକଙ୍କୁ ଦୁଷ୍କର୍ମ କରାଯାଇଥିବା ମାମଲାର ଆଜି ଚୂଡାନ୍ତ ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲ୍ଲା ଓ ଦୌରା ଅଦାଲତ ବିଚାରପତି, POCSO ପୂଜା ଷଡ଼ଙ୍ଗୀ ଏହି ମାମଲାରେ ସମ୍ପୃକ୍ତ ଥିବା ମୁଖ୍ୟ … Read More

ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ, ତୁରନ୍ତ ବନ୍ଦ କରିବାକୁ ଦାବି

ପୁରୀ: ପୁଣି ତେଜିଲା ଇସ୍କନର ଅଦିନିଆ ରଥଯାତ୍ରା ବିବାଦ। ମେ ୧୮ ତାରିଖରେ ହେବାକୁ ଥିବା ରଥଯାତ୍ରାକୁ ନେଇ ପୁରୀରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ରାଜ୍ୟ ଓ କେନ୍ଦ୍ର ସରକାର ହସ୍ତକ୍ଷେପ ଦାବି କଲେ ସେବାୟତ। ତୁରନ୍ତ ଇସ୍କନର ଅଦିନିଆ … Read More

ଅପରେସନ ସିନ୍ଦୂରର ଲାଡେନ ହତ୍ୟା ସହ ସମାନତା ଅଛି: ଧନକର

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ୍ ଧନକର ଶନିବାର କହିଛନ୍ତି ଯେ, ଅପରେସନ ସିନ୍ଦୂର ଏବଂ ପାକିସ୍ତାନରେ ଆମେରିକୀୟ ସେନା ଦ୍ୱାରା ଓସାମା ବିନ୍ ଲାଡେନଙ୍କୁ ହତ୍ୟା କରିବା ମଧ୍ୟରେ ସମାନତା ରହିଛି। ଉପରାଷ୍ଟ୍ରପତି ପାକିସ୍ତାନର ନଅଟି ଆତଙ୍କବାଦୀ ଆଡ୍ଡା ଉପରେ ହୋଇଥିବା ଆକ୍ରମଣକୁ … Read More

ସିଙ୍ଗାପୁରରେ ବଢୁଛି କୋଭିଡ ମାମଲା : ଓଡ଼ିଶାରେ ଚିହ୍ନଟ ହୋଇନାହିଁ, ସ୍ପଷ୍ଟ କଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ଥାଇଲାଣ୍ଡ, ହଙ୍ଗକଙ୍ଗ ଓ ସିଙ୍ଗାପୁରରେ କୋଭିଡ କେସ ବଢଥିବା ଜଣାପଡ଼ିଛି । ତେବେ ଓଡ଼ିଶାରେ କୋଭିଡର କୌଣସି ରିପୋର୍ଟ ଚିହ୍ନଟ ହୋଇନଥିବା କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । କୋଭିଡ ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ … Read More

ଜୁଆ ଆଡ୍ଡା ଉପରେ ପୋଲିସର ରେଡ୍‌; ୧୫ ଗିରଫ

ନୂଆପଡ଼ା: ଜୁଆ ଆଡ୍ଡା ଉପରେ ପୋଲିସ ରେଡ୍‌ କରିଛି। ଏହାସହ ୧୫ ଜଣଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ନୂଆପଡ଼ା ଜିଲ୍ଲା କୁରୁମପୁରୀ ଗାଁରେ ଜୁଆ ଆଡ୍ଡା ଚାଲିଥିଲା। ଏନେଇ ଖବର ପାଇବା ପରେ ଲଖନା ପୋଲିସ ଚଢଉ କରିଛି। ଚଢଉ ବେଳେ … Read More

ଦିଲ୍ଲୀରେ ଆପକୁ ଝଟକା ! ନୂଆ ଦଳ ଗଠନ କଲେ ଏହାର ୧୫ ପାର୍ଷଦ

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭା ନିର୍ବାଚନରେ ପରାଜୟ ପରେ ଆମ ଆଦମୀ ପାର୍ଟି (ଆପ)ର ସମସ୍ୟା ବଢିବାରେ ଲାଗିଛି । ସ୍ଥିତି ଏପରି ହୋଇଛି ଦିଲ୍ଲୀରେ ଦଳ ବିଭାଜିତ ହୋଇଯାଇଛି । ଦଳର ୧୫ ଜଣ ପାର୍ଷଦ ଇସ୍ତଫା ଦେଇଛନ୍ତି। ପୂର୍ବତନ … Read More

ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଅପହରଣ ପରେ ହତ୍ୟା

ପ୍ରେମ ପାଇଁ ହତ୍ୟାକାଣ୍ଡ । ଅପହରଣ ପରେ ଯୁବକଙ୍କ ଜୀବନ ନେଇଗଲେ । ଗତ ୫ ତାରିଖରେ ତାଳଚେର ଶିବରାମପୁର ଜଙ୍ଗଲରେ ହୋଇଥିବା ଯୁବକଙ୍କ ହତ୍ୟା ଘଟଣାର ପର୍ଦ୍ଦାଫାସ୍ କରିଛି ପୋଲିସ । ପ୍ରେମ ବ୍ୟାପାର ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର … Read More

ପାକିସ୍ତାନ ପାଇଁ ଗୁପ୍ତଚର ଅଭିଯୋଗରେ ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଗିରଫ

ହିସାର : ପାକିସ୍ତାନ ପାଇଁ ଗୁପ୍ତଚର ବୃତ୍ତି ଅଭିଯୋଗରେ ହରିୟାଣାର ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରାଙ୍କୁ ଗିରଫ କରାଯାଇଛି। ଏପର୍ଯ୍ୟନ୍ତ, ପଞ୍ଜାବ ଏବଂ ହରିୟାଣାର ମାଲେରକୋଟଲାରୁ ମୋଟ ୬ ଜଣ ପାକିସ୍ତାନୀ ଗୁପ୍ତଚରଙ୍କୁ ଗିରଫ କରାଯାଇଛି। ଜ୍ୟୋତି ମାଲହୋତ୍ରା ପାକିସ୍ତାନ ହାଇକମିଶନରେ କାର୍ଯ୍ୟରତ … Read More

ବିବାଦ ଘେରରେ ଓଡିଆ ୟୁଟ୍ୟୁବର ଲବ ହାଁସଦା, ପ୍ରେମିକା ଜୀବନ ହାରିବା ପରେ ମିଳୁନି ପତ୍ତା

ଲଭରଙ୍କୁ ଲବ ହାଁସଦାଙ୍କ ଧୋକା ଅଭିଯୋଗ । ଓଡ଼ିଆ ୟୁଟ୍ୟୁବର ଲବ ହାଁସଦାଙ୍କୁ ଖୋଜୁଛି ବେଙ୍ଗାଳୁରୁ ପୋଲିସ । ପ୍ରେମିକା ଜୀବନ ହାରିବା ମାମଲାରେ ଲବଙ୍କ ନାଁରେ ବେଙ୍ଗାଲୁରୁର ଏଚଏସଆର ଲେଆଉଟ ଥାନାରେ ମୃତକଙ୍କ ପରିବାର ଲୋକ ଅଭିଯୋଗ କରିଛନ୍ତି । … Read More

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

ଲକ୍ଷ୍ମୀପୁର : ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ । କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ ଘଟିଛ । ମୃତକ ହିଙ୍ଗୁ ମାଣ୍ଡିଙ୍ଗା, ବୁରୁଦି ମାଣ୍ଡିଙ୍ଗା ଓ କଷା ମାଣ୍ଡିଙ୍ଗା ।  ୩ଜଣ ସମ୍ପର୍କରେ … Read More