ହସ୍ପିଟାଲର NICUରେ ଭୟାବହ ଅଗ୍ନିକାଣ୍ଡ, ଚାଲିଗଲା ୩ ଶିଶୁଙ୍କ ଜୀବନ
ନୂଆଦିଲ୍ଲୀ: ମହାରାଷ୍ଟ୍ରର ଅମରାବତୀରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଜିଲ୍ଲା ମହିଳା ହସ୍ପିଟାଲର ବେବି ୱାର୍ଡରେ ଅଗ୍ନିକାଣ୍ଡ ଘଟି ୩ ଜଣ ନବଜାତ ଶିଶୁଙ୍କ ମୃତ୍ୟୁ ହୋଇଛି । ମିଳିଥିବା ସୂଚନା ଅନୁସାରେ, ଭୋର ପ୍ରାୟ ୩ଟା ୩୦ ମିନିଟରେ ହଠାତ୍ … Read More
