ଆତଙ୍କବାଦୀ ବିରୋଧୀ ଲଢେଇର ନେତୃତ୍ୱ ନେଉଛି ବାୟୁସେନା
ଗୁଜରାଟ ଭୁଜ୍ ଏୟାରବେସରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଅପରେସନ ସିନ୍ଦୂରରେ ବାୟୁସେନାର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ଥିବାରୁ ସେନାର ବୀରତ୍ୱକୁ ସଲାମ କରିଛନ୍ତି ରାଜନାଥ । ଭୁଜ ଏୟାରବେସରୁ ଉଡାଣ ଆରମ୍ଭ କରି ଲଢୁଆ ବିମାନ ପରାକ୍ରମ ଦେଖାଇଛି। … Read More
