ଆଇନଜୀବୀ ଭାବେ ସ୍ୱୀକୃତି ପାଇଁ ଭୁଲ୍ ତଥ୍ୟ ଦେଇଥିବା ଅଭିଯୋଗ, ଅର୍ଚ୍ଚନା ନାଗଙ୍କୁ କାରଣ ଦର୍ଶାଅ ନୋଟିସ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ ଅର୍ଚ୍ଚନା ନାଗଙ୍କୁ ଏକ କାରଣ ଦର୍ଶାଅ ନୋଟିସ ଜାରି କରିଛି। ମେ ୧୦ରେ ଆଇନଜୀବୀ ଭାବେ ସ୍ୱୀକୃତି ପାଇବା ପାଇଁ ଏକ ଆବେଦନ କରିଛନ୍ତି। ଅର୍ଚ୍ଚନା ଏହି ଆବେଦନପତ୍ରରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲୁଚାଇଥିବା ଅଭିଯୋଗ … Read More

ଚୀନ ପରେ ତୁର୍କୀ ଉପରେ ଭାରତର ଡିଜିଟାଲ୍‌ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ: ଚୀନ ପରେ ଏବେ ତୁର୍କୀ ଉପରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌ କରିଛି ଭାରତ। ଭାରତର ‘ଅପରେସନ୍‌ ସିନ୍ଦୂର’କୁ ଭୁଲ୍‌ ଭାବେ ଚିତ୍ରଣ କରୁଥିବା ଚୀନର ଗଣମାଧ୍ୟମ ସଂସ୍ଥା ‘ଗ୍ଲୋବାଲ୍ ଟାଇମ୍ସ’ର ଏକ୍ସ ଆଉଉଣ୍ଟ୍‌କୁ ଭାରତରେ ବନ୍ଦ୍‌ କରିବା ପରେ ଏବେ ତୁର୍କୀର … Read More

ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ, ବାତ୍ୟା ପରିଚାଳନା ନେଇ ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତୁତି ସଂପର୍କରେ ଆଲୋଚନା

ଭୁବନେଶ୍ୱର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ପ୍ରାକ୍‌ ବାତ୍ୟା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ୨୦୧୯ ମସିହା ମଇ ମାସରେ ଗ୍ରୀଷ୍ମକାଳୀନ ବାତ୍ୟା ‘ଫନୀ’ର ଅଭିଜ୍ଞତାକୁ ଭିତ୍ତି କରି ରାଜ୍ୟରେ ଗ୍ରୀଷ୍ମକାଳୀନ ବାତ୍ୟା ପରିଚାଳନା ନେଇ ବୈଠକରେ … Read More

ଆହୁରି ୩ ଦିନ ଗୁଳୁଗୁଳି, ୨୦ ଜିଲ୍ଲାକୁ କାଳବୈଶାଖୀ ସତର୍କତା

ଭୁବନେଶ୍ୱର: ରାଜ୍ୟରେ ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନରେ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତକାଲି ରାଜ୍ୟର ୧୧ଟି ସ୍ଥାନରେ … Read More

ଶପଥ ନେଲେ ପ୍ରଧାନ ବିଚାରପତି ଜଷ୍ଟିସ୍‍ ବି.ଆର. ଗବାଇ

ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ଆଜି ଶପଥ ଗ୍ରହଣ କରିଛନ୍ତି ଜଷ୍ଟିସ୍‍ ଭୂଷଣ ରାମକୃଷ୍ଣ ଗବାଇ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ଶପଥ ପାଠ କରାଇଛନ୍ତି । ଦେଶର ୫୨ତମ ପ୍ରଧାନ ବିଚାରପତି ହୋଇଛନ୍ତି ଜଷ୍ଟିସ୍‍ ବି.ଆର . ଗବାଇ … Read More

ତୈଳ ଜାହାଜରେ ୨୧ ପାକିସ୍ତାନୀ କ୍ରିୟୁ ମେମ୍ବର, ଯାଞ୍ଚ କରୁଛନ୍ତି କୋଷ୍ଟ ଗାର୍ଡ

ପାରାଦୀପ :  ତୈଳ ଜାହାଜରେ ପାକିସ୍ତାନୀ କ୍ରିୟୁ ମେମ୍ବର । ପାରାଦୀପ ବନ୍ଦର SPM ବର୍ଥରେ ଲାଗିଲା ଅଶୋଧିତ ତୈଳ ନେଇ ଆସିଥିବା ଜାହାଜ । ତୈଳ ଜାହାଜ ଦକ୍ଷିଣ କୋରିଆରୁ ପଣ୍ୟ ନେଇ ପାରାଦୀପକୁ ଆସିଛି । ଜାହାଜରେ ଅଛନ୍ତି … Read More

ଓପିଏସସି ଓ ଓଏସଏସସିରେ ନୂଆ ସଦସ୍ୟଙ୍କୁ ନିଯୁକ୍ତ କଲେ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ମଙ୍ଗଳବାର ଦିନ ଆଇଏଏସ୍ ଅଧିକାରୀ ଉଦୟ ନାରାୟଣ ଦାସ ଏବଂ ପୁରୀର ଏସ୍ ସିଏସ୍ (ସ୍ୱୟଂଚାଳିତ) କଲେଜର ଅଧ୍ୟକ୍ଷ ମିହିର ପ୍ରସାଦ ମିଶ୍ରଙ୍କୁ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି)ର ସଦସ୍ୟ ଭାବରେ ନିଯୁକ୍ତି ଦେଇଛନ୍ତି। ଉଦୟ ନାରାୟଣ … Read More

କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଗ୍ରହଣ କରିବ ନାହିଁ ଭାରତ: ପିଓକେ ଭାରତର, ତୁରନ୍ତ ଖାଲିକରୁ ପାକିସ୍ତାନ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ସହିତ ଜଡ଼ିତ ଯେକୌଣସି ପ୍ରସଙ୍ଗ ଦ୍ୱିପାକ୍ଷିକ। କାଶ୍ମୀରକୁ ନେଇ ମଧ୍ୟସ୍ତତା କରାଯିବ ନାହିଁ। ପାକିସ୍ତାନ ଅଧିକୃତ କାଶ୍ମୀର(ପିଓକେ)କୁ ପାକିସ୍ତାନ ଖାଲିକରୁ। କାଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ତତାକୁ ଭାରତ ଗ୍ରହଣ କରିବ ନାହିଁ। ଆମର ଏକ ଦୀର୍ଘକାଳୀନ ନୀତି ଅଛି। ସେହି … Read More

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ମୃତ, ୬ ଗୁରୁତର

ପଞ୍ଜାବ ଅମୃତସରରେ ବିଷାକ୍ତ ମଦ ପିଇ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣଙ୍କର ଅବସ୍ଥା ଗୁରୁତର ରହିଛି । ଏହି ଘଟଣା ମଜୀଠାର ମଡଇ ଗାଁ ଓ ଭାଗଲୀ ଗାଁରେ ଘଟିଛି । ସୂଚନା ପାଇବା ପରେ ପୋଲିସ … Read More

କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ଘଟଣା: ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା

କଟକ: କିଟ୍ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ନେଇ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଜନସ୍ବାର୍ଥ ମାମଲା ଦାୟର ହୋଇଛି। କାର୍ଯ୍ୟକାରୀ ବିଚାରପତିଙ୍କ ଦ୍ବାରା ସବୁ ଦିଗରୁ ବିଚାର କରିବାକୁ ଆବେଦନକାରୀ ପ୍ରତାପ ମହାନ୍ତି ଆବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ‘କିଟ୍‌’ ବିଶ୍ବବିଦ୍ୟାଳୟରେ ନେପାଳର ବିଟେକ୍‌ … Read More