ଦଶନ୍ଧି ପରେ ବଦଳିଲା ଗୁଗଲ୍‌ ଲୋଗୋ

ବଦଳିଲା ଗୁଗଲ୍‌ ଲୋଗୋ। ଦୀର୍ଘ ୧୦ ବର୍ଷ ପରେ ପ୍ରଥମ ଥର ପାଇଁ ଗୁଗଲ୍‌ ଏହାର ପ୍ରତିଷ୍ଠିତ ‘G’ ଲୋଗୋରେ ପରିବର୍ତ୍ତନ କରିଛି। ବର୍ଷ ୨୦୧୫ ପରେ ଏହା ପ୍ରଥମ ବଡ଼ ଭିଜୁଆଲ ପରିବର୍ତ୍ତନ। ଏପର୍ଯ୍ୟନ୍ତ ଲୋଗୋରେ ସଲିଡ୍‌ ଲାଲ, ହଳଦିଆ, … Read More

ବିଭିନ୍ନ ଥାନା ଅଞ୍ଚଳରୁ ୨୦ ଜଣ ଅପରାଧୀଙ୍କୁ ଗିରଫ କଲା ଗଞ୍ଜାମ ପୋଲିସ

ଗଞ୍ଜାମ : ଆକ୍ସନ ମୋଡରେ ଗଞ୍ଜାମ ପୋଲିସ ।  ଜିଲ୍ଲାକୁ ଅପରାଧ ମୁକ୍ତ କରିବା ପାଇଁ ଜିଲ୍ଲାରେ ଚାଲିଛି ସ୍ୱତନ୍ତ୍ର ଡ୍ରାଇଭ ।  ପୋଲସରା, ଆସ୍କା, ହିଞ୍ଜିଳିକାଟୁ ଓ କୋଟିନଡ଼ା ଥାନା ଅଞ୍ଚଳରେ ଚଢ଼ାଉ କରି ୨୦ ଜଣ ଅପରାଧୀଙ୍କୁ ଗିରଫ କରିଛି … Read More

ଅପରେସନ ‘ସିନ୍ଦୂର’ ପରେ ୧୫ ଲକ୍ଷ ସାଇବର ଆଟାକ କଲେଣି ପାକିସ୍ତାନୀ ହ୍ୟାକର୍ସ

ପହଲଗାଓଁ ଆକ୍ରମଣ ପରେ ଆତଙ୍କବାଦୀଙ୍କ ବିରୋଧରେ ଭାରତ ଆରମ୍ଭ କରିଥିବା ଅପରେସନ ‘ସିନ୍ଦୂର’ ପାକିସ୍ତାନ ସରକାରଙ୍କ ନିଦ ହଜାଇ ଦେଇଛି। ଅସ୍ତ୍ର ଯୁଦ୍ଧରେ ପାକିସ୍ତାନ ଭାରତକୁ ପରାସ୍ତ କରିବାରେ ବିଫଳ ହୋଇଛି। ତେଣୁ ଭାରତକୁ ଦୁର୍ବଳ କରିବା ଲାଗି ପାକିସ୍ତାନ ବର୍ତ୍ତମାନ … Read More

ନିଖୋଜ କୃଷି ବୈଜ୍ଞାନିକଙ୍କ ମୃତଦେହ ନଦୀରୁ ଉଦ୍ଧାର, ୨୦୨୨ ମସିହାରେ ପାଇଥିଲେ ପଦ୍ମଶ୍ରୀ ପୁରସ୍କାର

ପୂର୍ବତନ କୃଷି ବୈଜ୍ଞାନିକ ତଥା ପଦ୍ମଶ୍ରୀ ବିଜେତା ଡ.ସୁବନ୍ନା ଆୟାପ୍ପନ ମୃତଦେହ ନଦୀରୁ ଉଦ୍ଧାର । ଗତ ୬ ଦିନ ହେଲାଣି ବୈଜ୍ଞାନିକ ଜଣକ ନିଖୋଜ ରହିଥିଲେ । କର୍ଣ୍ଣାଟକର ଶ୍ରୀରଙ୍ଗପାଟଣାରେ ଥିବା ସାଇ ଆଶ୍ରମ ନିକଟ କାବେରୀ ନଦୀ କୂଳରୁ ପୋଲିସ … Read More

ସୁରକ୍ଷା ଦାବିରେ ରାଜଧାନୀରେ ଆମ ବସ୍ କର୍ମଚାରୀଙ୍କ ଆନ୍ଦୋଳନ, ଯାତ୍ରୀ ହନ୍ତସନ୍ତ

ଭୁବନେଶ୍ବର: ରାଜଧାନୀରେ ଆମ ବସ୍ ସେବା ଠପ୍। ମାଷ୍ଟରକ୍ୟାଣ୍ଟିନରେ ବସ୍ ଡିପୋରେ ବସ୍ ରଖି ଆନ୍ଦୋଳନ କରୁଛନ୍ତି ଡ୍ରାଇଭର୍ ଓ କଣ୍ଡକ୍ଟର୍। ସୁରକ୍ଷା ଦାବିରେ ସେମାନେ ଆନ୍ଦୋଳନ କରୁଥିବା ଜଣାଯାଇଛି। ବିନା କାରଣରେ ଆମ ବସ୍ ର ଡ୍ରାଇଭର୍ ଓ କଣ୍ଡକ୍ଟରଙ୍କୁ … Read More

ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ, ଶାଶୁ ଗୁରୁତର

ବାଂଶପାଳ :  ବିଦ୍ୟୁତ ତାର ସଂସ୍ପର୍ଶରେ ଆସିି ଚାଲିଗଲା ମାଆ ଓ ପୁଅର ଜୀବନ।  ମାଆ ଲୁଗା ଶୁଖାଉଥିବା ବେଳେ ଅଘଟଣ ।  ବୋହୂ ଓ ନାତିକୁ ବଞ୍ଚାଇବାକୁ ଯାଇ ଶାଶୁ ଗୁରୁତର ।  କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ସାହାରପୁର ଗାଁର … Read More

ପ୍ରଧାନ ବିଚାରପତି ଭାବେ ଆସନ୍ତାକାଲି ଶପଥ ନେବେ ବିଆର ଗବଇ

ନୂଆଦିଲ୍ଲୀ: ଆସନ୍ତାକାଲି ଶପଥ ଗ୍ରହଣ କରିବେ ଦେଶର ନୂତନ ପ୍ରଧାନ ବିଚାରପତି ଭୂଷଣ ରାମକୃଷ୍ଣ ଗବାଇ ତଥ‌ା ବିଆର ଗବାଇ। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶପଥ ପାଠ କରାଇବେ। ସେ ଦେଶର ୫୨ତମ ପ୍ରଧାନ ବିଚାରପତି ହେବେ। ଏହା ପୂର୍ବରୁ … Read More

ମୟୂରଭଞ୍ଜରରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ବିଶୋଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ମୟୂରଭଞ୍ଜର ବିଶୋଇ ଠାରେ ଜିଲ୍ଲାର ବିଭିନ୍ନ ବ୍ଲକ ପାଇଁ ୪୨୦ କୋଟିରୁ ଉର୍ଦ୍ଧ୍ୱଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ, ବିଶୋଇ … Read More

ଆଦମପୁର ଏୟାର ବେସ୍ ଯାଇ ସାରା ଦୁନିଆକୁ ସତ ଦେଖାଇଲେ ମୋଦୀ

ଅମୃତସର: ପଦାରେ ପଡିଲା ପାକିସ୍ତାନର ମିଛ, ଗାଲୁଆ ପାକିସ୍ତାନ ଯେଉଁ ଅଭିଯୋଗ କରୁଥିଲା ତାହା ଆଜି ଧରାପଡିଲା । ଆଉ ସତ କଣ ସାରା ଦୁନିଆ ଦେଖିଲା । ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଯେତବେଳେ ଅପରେସନ ସିନ୍ଦୂର ଜରିଆରେ ଭାରତ … Read More

ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ

ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ ।  ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ ।  ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି ।  ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ … Read More