ଭିଜିଲାନ୍ସ ଜାଲରେ ସିନିଅର୍ ରେଭିନିଉ ଆସିଷ୍ଟାଣ୍ଟ, ୩ କୋଟି ସରକାରୀ ଅର୍ଥ ହେରଫେର ଅଭିଯୋଗ
ଜଗତସିଂପୁର : ୩ କୋଟିରୁ ଅଧିକ ସରକାରୀ ଅର୍ଥ ହେରଫେର । ଗିରଫ ହୋଇଥିବା ତିର୍ତ୍ତୋଲ ବ୍ଲକର ପୂର୍ବତନ ସ୍ୱତନ୍ତ୍ର ରାଜସ୍ବ ସହାୟକ ଭଞ୍ଜ କିଶୋର ବେହେରାଙ୍କ ବିରୋଧରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ । ଏକକାଳୀନ … Read More
