ପାକ୍ ଗୁଳିମାଡ଼ ଯୋଗୁଁ ଯେଉଁମାନେ ଘର ଛାଡିଛନ୍ତି ସେମାନେ ଏବେ ଫେରିପାରିବେ: ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ

ପୁଞ୍ଚ/ଜାମ୍ମୁ: ଜମ୍ମୁ କାଶ୍ମୀରରେ ସମ୍ପ୍ରତି ପାକିସ୍ତାନ ଗୁଳିମାଡ଼ ଏକ “ଯୁଦ୍ଧ ପରି ପରିସ୍ଥିତି” ସୃଷ୍ଟି ହୋଇଥିଲା। ଫଳରେ ପୁଞ୍ଚ ଜିଲା ସମେତ ରାଜ୍ୟର ଅନେକ ସ୍ଥାନ ଆକ୍ରମଣରେ ପ୍ରଭାବିତ ହୋଇଥିଲା। ଦୁଇ ଦେଶ ମଧ୍ୟରେ ଏକ ସାମରିକ ବୁଝାମଣା ଯୋଗୁଁ ପାକ … Read More

୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର : ୨୪ ଘଣ୍ଟାରେ ଆଣ୍ଡାମାନ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅଗ୍ରସର ପାଇଁ ପାଣିପାଗ ସମ୍ପୂର୍ଣ୍ଣ ଅନକୂଳ ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ମିଳିଛି । ଆଣ୍ଡାମାନ ସାଗର ଓ … Read More

୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଛନ୍ତି : ଭାରତୀୟ ସେନା

ନୂଆଦିଲ୍ଲୀ : ଆତଙ୍କବାଦ ବିରୋଧରେ ଥିଲା ଅପରେସନ ସିନ୍ଦୂର ଓ ତାହା ୧୦୦ ପ୍ରତିଶତ ସଫଳ ହୋଇଛି । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିହତ ହୋଇଛନ୍ତି ବୋଲି ଭାରତୀୟ ସେନା କହିଛି । ରବିବାର ଭାରତର ତିନି ସେନା ଦ୍ୱାରା … Read More

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା … Read More

କାହାର ମଧ୍ୟସ୍ଥତା ଦରକାର କରୁନି ଭାରତ, ଆତଙ୍କବାଦୀଙ୍କୁ ହସ୍ତାନ୍ତର କଲେ ଆଲୋଚନା ହେବ: ମୋଦୀ

କାଶ୍ମୀର ପ୍ରସଙ୍ଗରେ ଭାରତ କୌଣସି ବାହ୍ୟ ରାଷ୍ଟ୍ରର ମଧ୍ୟସ୍ଥତା ଦରକାର କରୁନି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ଉଦ୍ଦେଶ୍ୟରେ ଏଭଳି କହିଛନ୍ତି। ଅପରେସନ ‘ସିନ୍ଦୂର’ରେ ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ଆକ୍ରମଣ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟସ୍ଥତା କରିବାକୁ … Read More

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର … Read More

ଜମ୍ମୁ ଓ କଶ୍ମୀରର ୨୦ଟି ସ୍ଥାନରେ ପୁଲିସର ଚଢଉ

ଶ୍ରୀନଗର : ଜମ୍ମୁ-କାଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଆତଙ୍କବାଦୀ ଏବଂ ସେମାନଙ୍କ ସମର୍ଥକଙ୍କ ବିରୋଧରେ ସୁରକ୍ଷା ବାହିନୀର ଅଭିଯାନ ତୀବ୍ର ହୋଇଛି। ଏହି ସମୟରେ, ରାଜ୍ୟ ପୁଲିସର ତଦନ୍ତକାରୀ ସଂସ୍ଥାକୁ ଏକ ବଡ଼ ସଫଳତା ମିଳିଛି। ଦକ୍ଷିଣ କାଶ୍ମୀରରେ ୨୦ଟି … Read More

ବିଲରୁ ନବଜାତକ ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଆରମ୍ଭ

ଉଦଳା :  ବିଲରେ ପଡିଛି ନବଜାତକ ମୃତଦେହ ।  ଏକ ପଲିଥିନ ଭିତରେ ପୁରାଇ କେହି ନବଜାତକକୁ ଫୋପାଡ଼ି ଦେଇଛି । ଏଭଳି ଘଟଣା ଘଟିଛି କପ୍ତିପଦା ଥାନା କୁଆଗୋଠଣା ଗ୍ରାମରେ । କୁଆଗୋଠଣା ପ୍ରାଥମିକ ବିଦ୍ୟାଳୟ ସମ୍ମୁଖରେ ଥିବା ଵିଲରେ ଏକ … Read More

ଅପରେସନ ସିନ୍ଦୂରରୁ ଆମେ କ’ଣ ପାଇଲୁ…’: ଜୟରାମ ରମେଶ

ନୂଆଦିଲ୍ଲୀ: ଜୟରାମ ରମେଶ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଅନେକ ପ୍ରଶ୍ନ ପଚାରିଛନ୍ତି। ସେ ପଚାରିଛନ୍ତି ନୂଆଦିଲ୍ଲୀ କ’ଣ ଭାରତ ଏବଂ ପାକିସ୍ତାନ ମଧ୍ୟରେ ତୃତୀୟ ପକ୍ଷ ହସ୍ତକ୍ଷେପ ପାଇଁ ଦ୍ୱାର ଖୋଲି ଦେଇଛି?’ ପାକିସ୍ତାନ ସହିତ … Read More

ଏସସିବି ମେଡ଼ିକାଲ ପରିସରରୁ ଚାରି ଦଲାଲ ଗିରଫ

କଟକ: ମଙ୍ଗଳାବାଗ ଥାନା ପୋଲିସ ଏସସିବି ମେଡ଼ିକାଲ ପରିସରରୁ ୪ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଦୁଇଟି ପୃଥକ୍ ପୃଥକ୍ ଘଟଣାରେ ଅଭିଯୋଗ ହୋଇଥିଲା । ଏସସିବି ଟ୍ରମା କାଜୁଆଲ୍ଟି ସମ୍ମୁଖରୁ ରୋଗୀ ମାନଙ୍କୁ ଘରୋଇ … Read More