ଅପରେସନ୍ ସିନ୍ଦୂରକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଅସ୍ତ୍ର ବିରତି ପରେ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ସିଡିଏସ୍ ଅନୀଲ ଚୌହାନ୍ , ଜାତୀୟ … Read More

ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ

ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ … Read More

ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି: ବାୟୁସେନା

ନୂଆଦିଲ୍ଲୀ: ପାକିସ୍ତାନ ସହିତ ଯୁଦ୍ଧବିରତି ପରେ, ଭାରତୀୟ ବାୟୁସେନା (IAF) ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛି। ସେନା କହିଛି ଯେ ଅପରେସନ ସିନ୍ଦୂର ଏବେ ବି ଜାରି ରହିଛି। ଆଇଏଏଫ୍ କହିଛି ଯେ ଆମେ ଏହି ଅପରେସନର ଉଦ୍ଦେଶ୍ୟ ପୂରଣ କରିଛୁ ଏବଂ … Read More

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର :  ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ।  ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ।  ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ … Read More

ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ : ଟ୍ରମ୍ପ

ନୂଆଦିଲ୍ଲୀ: ଯୁଦ୍ଧ ବିରତି ପରେ ଟ୍ରମ୍ପଙ୍କ ପ୍ରସ୍ତାବ। ଯୁଦ୍ଧ ବିରତିକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପୋଷ୍ଟ କରିଛନ୍ତି। ସେ କହିଛନ୍ତି ଭାରତ ପାକିସ୍ତାନର ଦୃଢ ଏବଂ ଅଟଳ ଶକ୍ତିଶାଳୀ ନେତ୍ଟତ୍ଵ ପାଇଁ ମୁଁ ଗର୍ବିତ। ଆମେରିକା ଐତିହାସିକ … Read More

ସୀମାରେ ପାକିସ୍ତାନର ଯୁଦ୍ଧ ବିରାମ ଉଲ୍ଲଙ୍ଘନ, ଜାମ୍ମୁକାଶ୍ମୀରର ବିଭିନ୍ନ ସେକ୍ଟରରେ ଡ୍ରୋନ ମାଡ଼ ସହ ଗୁଳିବର୍ଷଣ

ନୂଆଦିଲ୍ଳୀ: ଅସ୍ତ୍ରବିରତି ଉଲ୍ଲଙ୍ଘନ କଲା ପାକିସ୍ତାନ। ଏଲଓସିରେ ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଙ୍ଘନ ସହ ଅଖନୁର, ରାଜୌରୀ ଓ ଆରଏସପୁରାରେ ଗୁଳିମାଡ଼ କରିଛି। ଜମ୍ମୁ କାଶ୍ମୀରରେ ଏକାଧିକ ସ୍ଥାନରେ ଗୁଳିଗୋଳା ବର୍ଷଣ କରିଛି। ଅରନିଆ, କଠୁଆ, ପୁଞ୍ଚ, ମେଣ୍ଢର, ଜମ୍ମୁ, ଏବଂ ନୌସେରାରେ … Read More

ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ, ଅସ୍ତ୍ରବିରତି ନେଇ ଦୁଇ ଦେଶ ମଧ୍ୟରେ ସହମତି

କେତେବେଳେ ଡ୍ରୋନ୍ ପୁଣି କେତେବେଳେ ବୋମା କି ମିଶାଇଲ ପାକିସ୍ତାନ ଛାଡୁଥିଲା ଭାରତ ଉପରକୁ । ସୀମା ଆରପଟୁ ଜମ୍ମୁ କଶ୍ମୀର ଅଞ୍ଚଳବାସୀଙ୍କ ଉପରକୁ ଗୁଳି ଚଳାଉଥିଲା । ଆଉ ଭାରତ ପକ୍ଷରୁ ଦିଆଯାଉଥିଲା ତାର କଡ଼ା ଜବାବ । ଏହି … Read More

ଭାରତ ଆମ ଉପରେ ଆକ୍ରମଣ କରିନି: ତାଲିବାନ

କାବୁଲ : ନିଜର ମିଛ କହିବା ଅଭ୍ୟାସ ଛାଡ଼ିପାରିନାହିଁ ପାକିସ୍ତାନ । ଆଫଗାନିସ୍ତାନକୁ ନେଇ ପାକିସ୍ତାନ କହିଥିବା ମିଛର ପର୍ଦ୍ଦାଫାସ କରିଛି ଖୋଦ ତାଲିବାନ । ପାକିସ୍ତାନ ସେନା ନିଜର ସମ୍ବାଦିକ ସମ୍ମିଳନୀରେ କହିଥିଲା ଯେ ଭାରତ ଆଫଗାନିସ୍ତାନ ଉପରେ ଡ୍ରୋନ … Read More

ଅପରେସନ ସିନ୍ଦୁର, ମିଜାଇଲ ମାଡରେ ନିହତ ୫ ଆତଙ୍କୀଙ୍କ ସୂଚନା ଦେଲେ ଭାରତୀୟ ସେନା

ଇସଲାମାବାଦ : ପହଲଗାମ ଆକ୍ରମଣର ପ୍ରତିଶୋଧ ନେବା ପାଇଁ ଭାରତ ମେ ୭ ତାରିଖ ବୁଧବାର ସକାଳେ ଅପରେସନ ସିନ୍ଦୂର ଆରମ୍ଭ କରିଥିଲା ।  ଏହା ଏକ ଯୋଜନାବଦ୍ଧ ସାମରିକ କାର୍ଯ୍ୟାନୁଷ୍ଠାନ ଥିଲା ଯେଉଁଥିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀରରେ ଆତଙ୍କବାଦୀ … Read More

ପାକିସ୍ତାନ ହାଲତ ଖରାପ : ମିସାଇଲକୁ ଅକାମି କଲା ଭାରତୀୟ ବିମାନ S-400

ହରିୟାଣାର ସିରସା ଉପରେ ପାକିସ୍ତାନୀ କ୍ଷେପଣାସ୍ତ୍ର ଫତାହ-୧କୁ ବିଫଳ କରିଦେଇଛି ଇଣ୍ଡିଆନ ଏୟାର ଡିଫେନ୍ସ ସିଷ୍ଟମ S-400 ।  ଆକାଶ  ଏୟାର ଡିଫେନ୍ସ  45 କିଲୋମିଟର ପଥୀବୀ ପୃଷ୍ଠରୁ ଯାଉଥିବା କ୍ଷେପଣାସ୍ତ୍ର । ଆଜି ହରିୟାଣାରେ ଥିବା ସିରସା ଉପରେ ପାକିସ୍ତାନୀ … Read More