ଭାରତ ଓ ପାକିସ୍ତାନ ଯୁଦ୍ଧ ବିରତି ପାଇଁ ରାଜି : ଡୋନାଲ୍ଡ ଟ୍ରମ୍ପ

ଓ୍ବାସିଂଟନ : ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷର ଅବସାନ ପାଇଁ ଆଶା ସୃଷ୍ଟି ହୋଇଛି । ଆମେରିକାର ମଧ୍ୟସ୍ଥତାରେ ଏହି ଯୁଦ୍ଧ ବିରତି ପାଇଁ ଉଭୟ ପକ୍ଷ ରାଜି ହୋଇଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ୍ସରେ ସୂଚନା … Read More

ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ୩ ଛାତ୍ରୀ, ସହଯୋଗ କଲା ପ୍ରଶାସନ

ବାଲେଶ୍ୱର : ଯୁଦ୍ଧର ଘନଘଟା ଭିତରେ ଓଡ଼ିଶା ଫେରିଛନ୍ତି ଜମ୍ମୁ କାଶ୍ମୀରରେ ପଢୁଥିବା ଛାତ୍ରଛାତ୍ରୀ । ପ୍ରଶାସନର ସହଯୋଗରେ ବାଲେଶ୍ଵରରେ ପହଞ୍ଚିଲେ ଛାତ୍ରୀ । ସେମାନେ ହେଲେ ହେନା ମଙ୍ଗଲ, ଗୀତାଞ୍ଜଳି ଜେନା , ଜସ୍ମିତା ନାୟକ । ଛାତ୍ରୀ ମାନଙ୍କ ଘର … Read More

ଅପରେସନ ସିନ୍ଦୂରରେ ସଫା ହୋଇଯାଇଥିଲେ ଏସବୁ ମୋଷ୍ଟୱାଣ୍ଟେଡ ଆତଙ୍କବାଦୀ

ନୂଆଦିଲ୍ଲୀ: ମେ ୬-୭ ମଧ୍ୟରାତ୍ରିରେ ଭାରତୀୟ ସେନା ଅପରେସନ ସିନ୍ଦୂର ଅଧୀନରେ ପାକିସ୍ତାନ ଏବଂ ପିଓକେରେ ଥିବା ଆତଙ୍କବାଦୀ ଆଡ୍ଡା ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ୯ଟି ଆତଙ୍କବାଦୀ ଲଞ୍ଚ ପ୍ୟାଡ୍ ଟାର୍ଗେଟ କରାଯାଇଥିଲା, ଯେଉଁଥିରେ ଭାରତ ସରକାର ୧୦୦ … Read More

ଭାରତ-ପାକ୍ ଉତ୍ତେଜନା: ରାଜ୍ୟର ସବୁ ଆଇପିଏସଙ୍କ ଛୁଟି ବାତିଲ ନିର୍ଦ୍ଦେଶ

ଭୁବନେଶ୍ଵର: ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ପାକ୍ ସେନା ଆକ୍ରମଣର ମୁଁହତୋଡ ଜବାବ ଦେଉଛନ୍ତି ଭାରତୀୟ ଯବାନ। ବର୍ତ୍ତମାନର ସ୍ଥିତିକୁ ନଜରରେ ରଖି ରାଜ୍ୟ ସରକାର ମଧ୍ୟ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ଓଡ଼ିଶାର … Read More

ସୀମାରେ ଗୁଳିମାଡ଼: ପାକ୍ ଗୁଳିରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା

ଶ୍ରୀନଗର: ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ … Read More

ଅପରେସନ୍ ସିନ୍ଦୂର: ହାଇଆଲର୍ଟରେ ଓଡିଶା ପୋଲିସ, ରେଳ ଷ୍ଟେସନ ଓ ପ୍ଲାଟଫର୍ମରେ ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ୱର : ଭାରତ ସରକାରଙ୍କ ପକ୍ଷରୁ ଚାଲିଛି ଅପରେସନ୍ ସିନ୍ଦୂର ଓ ଜାରି ହୋଇଛି ହାଇ ଆଲର୍ଟ । ଏହି ପରିପ୍ରେକ୍ଷୀରେ ଓଡ଼ିଶାର ଜନ ସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ରାଜ୍ୟ ପୋଲିସ ପକ୍ଷରୁ ଦିନରାତି ଚାଲିଛି ପାଟ୍ରୋଲିଂ । ସମ୍ଭାବ୍ୟ ଆତଙ୍କବାଦୀ … Read More

ଭବିଷ୍ୟତରେ ଯେକୌଣସି ଆତଙ୍କବାଦୀ ଆକ୍ରମଣକୁ ଯୁଦ୍ଧ ବୋଲି ବିବେଚନା କରାଯିବ

ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଭଳି ପରିସ୍ଥିତିରେ, ଭାରତ ସରକାର ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ନିଷ୍ପତ୍ତି ନେଇଛନ୍ତି ଯେ ଯଦି ଭବିଷ୍ୟତରେ କୌଣସି ଆତଙ୍କବାଦୀ ଘଟଣା ଘଟେ, ତେବେ ଏହାକୁ ଯୁଦ୍ଧ କାର୍ଯ୍ୟ … Read More

ମିସା ଆଇନ୍‌ରେ ବନ୍ଦୀ ହୋଇଥିବା ୪୪ ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ

ଭୁବନେଶ୍ୱର: ଓଡିଆ ଅସ୍ମିତାର ନିଦର୍ଶନ ସ୍ବରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ବାଧୀନତା ସଂଗ୍ରାମୀ ମାନଙ୍କର ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି … Read More

ଏୟାର ସାଇରନ୍ ଶବ୍ଦ ବ୍ୟବହାର ନକରିବାକୁ ସମାଚାର ଚ୍ୟାନେଲଗୁଡ଼ିକୁ ପରାମର୍ଶ

ନୂଆଦିଲ୍ଲୀ: ସରକାର ସମସ୍ତ ନ୍ୟୁଜ୍ ଚ୍ୟାନେଲଗୁଡ଼ିକୁ ସେମାନଙ୍କ କାର୍ଯ୍ୟକ୍ରମରେ ‘ସିଭିଲ୍ ଡିଫେନ୍ସ ଏୟାର ରେଡ୍ ସାଇରନ୍’ ଶବ୍ଦ ବ୍ୟବହାର କରିବାରୁ ନିବୃତ୍ତ ରହିବାକୁ ଏକ ପରାମର୍ଶ ଜାରି କରିଛନ୍ତି। କାରଣ ଏହି ଶବ୍ଦ କେବଳ ସାମୁଦାୟିକ ସଚେତନତା ଅଭିଯାନ ପାଇଁ ବ୍ୟବହୃତ … Read More

ଦିଲ୍ଲୀ ଏମ୍ସରେ ସମସ୍ତ ଛୁଟି ବାତିଲ, ଯେତେ ଶୀଘ୍ର ସମ୍ଭବ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ: ବର୍ତ୍ତମାନ ସମୟର ସବୁଠାରୁ ବଡ଼ ଖବର । ଦିଲ୍ଲୀ ଏମ୍ସରେ ଛୁଟି ବାତିଲ । ଭାରତ-ପାକିସ୍ତାନ ଉତ୍ତେଜନା ଭିତରେ ନିଆଗଲା ବଡ଼ ନିଷ୍ପତ୍ତି । ଛୁଟି ବାତିଲ ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ତେବେ … Read More