ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ

ଭୁବନେଶ୍ୱର: ଜୁନ୍ ୨୦୨୫ରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଉଡ଼ାଣ କରିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ତର୍ଜାତୀୟ ସଂଯୋଗୀକରଣ ବୃଦ୍ଧି କରିବା ଉଦ୍ଦେଶ୍ୟରେ ରାଜ୍ୟ ପାଇଁ ଏକ ଐତିହାସିକ ବିମାନ ଚଳାଚଳ ପଦକ୍ଷେପ ନେଇଥିବାରୁ ପ୍ରଧାନମନ୍ତ୍ରୀ … Read More

‘ପାକିସ୍ତାନ ସାଇବର ଫୋର୍ସ’ ଦ୍ୱାରା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ୱେବସାଇଟ୍ ହ୍ୟାକ୍

ଭୁବନେଶ୍ୱର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଏବଂ ପରବର୍ତ୍ତୀ ସମୟରେ ଅପରେସନ ସିନ୍ଦୂର ମାଧ୍ୟମରେ ଭାରତର ସାମରିକ ପ୍ରତିକ୍ରିୟା ପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ (ଓଏଭିଏସ)ର ୱେବସାଇଟ୍ ‘ପାକିସ୍ତାନ ସାଇବର … Read More

ଅତିକମ୍‌ରେ ନିପାତ ହୋଇଛନ୍ତି ୧୦୦ ଆତଙ୍କୀ : ରାଜନାଥ

ନୂଆଦିଲ୍ଲୀ: ଦିଲ୍ଲୀ ସଂସଦ ଭବନରେ ବସିଥିବା ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏକ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି ଅପରେସନ୍ ସିନ୍ଦୂରରେ ଅତିକମ୍‌ରେ ୧୦୦ ଆତଙ୍କବାଦୀ ନିପାତ ହୋଇଛନ୍ତି। ୨୫ ମିନିଟ୍ ଭିତରେ … Read More

ଗୁଗଲ୍‌ରେ ପାକିସ୍ତାନୀ ସର୍ଚ୍ଚ କରୁଛନ୍ତି ସୋଫିଆଙ୍କ ଧର୍ମ କ’ଣ !

ନୂଆଦିଲ୍ଲୀ : ଜମ୍ମୁ-କାଶ୍ମୀରର ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଜବାବରେ ଭାରତ ପାକିସ୍ତାନ ଓ ପାକ୍‌ ଅଧିକୃତ ଜମ୍ମୁ କାଶ୍ମୀରରେ ଏୟାର ଷ୍ଟ୍ରାଇକ୍‌ କରିଛି । ଏହି ବଡ ପଦକ୍ଷେପ ନିଆଯିବା ପରେ ଭାରତୀୟ ସେନା ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଥିଲା। … Read More

ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ ଏହି … Read More

ପାକିସ୍ତାନ ପରେ ବାଂଲାଦେଶ ସୀମାରେ ବଡ଼ ହଲଚଲ, ସେନା ନେଲା ବଡ଼ ଆକ୍ସନ

ନୂଆଦିଲ୍ଲୀ,୮।୫: ଏପଟେ, ପହଲଗାମ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ଏକ ବଡ଼ ଜବାବ ଦେଇଛି। ଅନ୍ୟପକ୍ଷରେ, ପାକିସ୍ତାନ ସହିତ ଡେଇଁପଡ଼ିଥିବା ବାଂଲାଦେଶକୁ ମଧ୍ୟ ଏକ ଛୋଟ ଇଞ୍ଜେକ୍ସନ ଦିଆଯାଇଛି। ପ୍ରକୃତରେ, ବୁଧବାର ଭାରତ ୧୨୩ ଜଣ ଅନୁପ୍ରବେଶକାରୀଙ୍କୁ ବାଂଲାଦେଶ ଫେରାଇ ଦେଇଥିଲା। … Read More

ପୁଲିସକର୍ମୀଙ୍କ ଛୁଟି ରଦ୍ଦ, ବନ୍ଦ ହେଲା ସ୍କୁଲ; ‘ଅପରେସନ ସିନ୍ଦୂର’ ପରେ ପଞ୍ଜାବ-ରାଜସ୍ଥାନରେ ହାଇଆଲର୍ଟ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣର ଜବାବରେ, ଭାରତ କ୍ଷେପଣାସ୍ତ୍ର ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଏବଂ ପାକ୍ ଅଧିକୃତ କାଶ୍ମୀର (ପିଓକେ)ରେ ନଅଟି ଆତଙ୍କବାଦୀ ଆଡ୍ଡାକୁ ଧ୍ୱଂସ କରିଥିଲା। ସେବେଠାରୁ ହତାଶ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଗୁଳିମାଡ଼ କରିଚାଲିଛି। ଏହାକୁ ଦୃଷ୍ଟିରେ ରଖି, … Read More

ପାକ୍‌ ଗୋଳାମାଡ଼ରେ ୪ ଶିଶୁଙ୍କ ସମେତ ୧୫ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ପିଓକେରେ ‘ଅପ‌ରେସନ୍‌ ସିନ୍ଦୂର’ ସଫଳ ହେବାର କିଛି ସମୟ ପରେ ପାକିସ୍ତାନ ଏଲ୍‌ଓସି ଏବଂ ଅନ୍ତର୍ଜାତୀୟ ସୀମା ନିକଟରେ ଭାରତୀୟ ଅଞ୍ଚଳକୁ ଟା‌ର୍ଗେଟ୍‌ କରି ପ୍ରବଳ ଗୁଳିଗୋଳା ମାଡ଼ ଜାରି ରଖିଛି। ପାକିସ୍ତାନର ଗୁଳିଗୋଳା ମାଡ଼ରେ ପୁଞ୍ଚ ଏବଂ ତଙ୍ଗଧର … Read More

ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ, କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦେଶ ଦେଲେ ଗୃହ ମନ୍ତ୍ରୀ

ନୂଆଦିଳ୍ଳୀ : ଅର୍ଦ୍ଧ ସାମରିକ ବାହିନୀ ଯବାନଙ୍କ ଛୁଟି ବାତିଲ କରାଯାଇଛି। ଯଦି କିଛି ପରିସ୍ଥିତି ଉତ୍ପନ୍ନ ହୁଏ ସାମ୍ନା ପାଇଁ ଛୁଟି ବାତିଲ କରାଯାଇଛି ବୋଲି ଗୃହ ମନ୍ତ୍ରୀ ଅମିତ ଶାହ ସୂଚନା ଦେଇଛନ୍ତି। ସିନ୍ଦୂର ଅପରେସନ୍ ଅନ୍ତର୍ଗତ ଭାରତର … Read More

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୩ ୟୁରୋପୀୟ ରାଷ୍ଟ୍ର ଗସ୍ତ ବାତିଲ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କ୍ରୋଏସିଆ, ନରୱେ ଓ ନେଦରଲ୍ୟାଣ୍ଡସ୍‌‌ ଗସ୍ତ କାର୍ଯ୍ୟକ୍ରମ ରହିଥିଲା। ମେ’ ୧୩ରୁ ୧୭ ତାରିଖ ପର୍ଯ୍ୟନ୍ତ ଏହି ୟୁରୋପୀୟ ରାଷ୍ଟ୍ର ଗସ୍ତରେ ପ୍ରଧାନମନ୍ତ୍ରୀ … Read More