ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀ ସହ କେନ୍ଦ୍ର ଗୃହମନ୍ତ୍ରୀଙ୍କ ବୈଠକ, ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦେଶକ ବି ସାମିଲ
ନୂଆଦିଲ୍ଲୀ: ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଏକ ଜରୁରୀକାଳିନ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନସିଂ(ଭିସି) ଜରିଆରେ ଗୃହମନ୍ତ୍ରୀ ଅମିତ ଶାହ ସୀମାନ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ବୈଠକ କରିଥିିଲେ। ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ତାନ, ଗୁଜରାଟ, … Read More
