ଅପରେସନ ସିନ୍ଦୂର ଭାରତୀୟ ମୁଦ୍ରା ପାଇଁ ମହଙ୍ଗା
ମୁମ୍ବାଇ: ପହଲଗାମ ଆତଙ୍କବାଦୀ ଘଟଣା ପରେ ଶେଷରେ ଭାରତ ପାକିସ୍ତାନ ବିରୁଦ୍ଧରେ ଆନୁଷ୍ଠାନିକ ପଦକ୍ଷେପ ଗ୍ରହଣ କରିଛି। ଭାରତୀୟ ସେନାର ଅପରେସନ ସିନ୍ଦୂର ପାକିସ୍ତାନକୁ ବଡ଼ ଝଟକା ଦେଇଛି। ଭାରତୀୟ ସଶସ୍ତ୍ର ବାହିନୀ ମଙ୍ଗଳବାର-ବୁଧବାର ଅଧରାତିରେ ପାକିସ୍ତାନ ଏବଂ ପାକ୍ ଅଧିକୃତ … Read More
