ଆତଙ୍କୀ ସନ୍ଦେହରେ ଥିବା ଅଟକ ଯୁବକଙ୍କୁ ଛାଡ: ଚିଠି ଲେଖିଲେ ମେହବୁବା
ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପିଡିପି ମୁଖ୍ୟ ମେହବୁବା ମୁଫତି ଲେଫ୍ଟନାଣ୍ଟ ଗଭର୍ଣ୍ଣର ମନୋଜ ସିହ୍ନାଙ୍କୁ ଚିଠି ଲେଖି ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ ଏଲ୍ଜିଙ୍କୁ ଲେଖିଥିବା ଚିଠିରେ ପହଲଗାମ୍ ଘଟଣା ପରେ ଅଟକ ଥିବା ଯୁବକଙ୍କୁ … Read More
