ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। … Read More
