ପାରାଦୀପରେ ହେବ ନୂଆ ଏୟାରପୋର୍ଟ; ୧୫ ଜିଲ୍ଲାରେ ନିର୍ମାଣ ହେବ ହେଲିପୋର୍ଟ
ଭୁବନେଶ୍ୱର : ରାଜ୍ୟରେ ବିମାନ ଚଳାଚଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ “ବିମାନ ଚଳାଚଳ ଏବଂ ନେଟୱାର୍କ ନିର୍ମାଣ ପରିଚାଳନା” ସମ୍ବନ୍ଧରେ ଆଲୋଚନା କରିଥିଲେ । ଏହି ବୈଠକରେ, ପାରାଦୀପରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର … Read More
