ଆତଙ୍କବାଦୀଙ୍କୁ ଅମିତ ଶାହଙ୍କ କଡ଼ା ଚେତାବନୀ, କହିଲେ- ‘ଖୋଜି ଖୋଜି ମାରିବୁ’
ନୂଆଦିଲ୍ଲୀ,୧।୫: ପହଲଗାମ୍ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆତଙ୍କବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି। ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବାକୁ ସେ ଜୋର ଦେଇଛନ୍ତି। ଅମିତ ଶାହ କହିଛନ୍ତି, “…ଯଦି କେହି କାପୁରୁଷ ଭଳି ଆକ୍ରମଣ କରି … Read More
