୧.୧୩ କୋଟି  କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଅଭିଯୁକ୍ତ ନୀଲେଶ କର ଦୋଷୀ ସାବ୍ୟସ୍ତ

ବାଲେଶ୍ବର : କ୍ରିପ୍ଟୋ ଇନଭେଷ୍ଟମେଣ୍ଟ ଠକେଇ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କୁ ବାଲେଶ୍ୱର ଜିଲ୍ଲା ଅଦାଲତ ୭ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଓଡ଼ିଶା ଜମାକାରୀ ସ୍ୱାର୍ଥ ସୁରକ୍ଷା ଆଇନ, ୨୦୧୧ ଅନୁଯାୟୀ ଗଠିତ ନିର୍ଦ୍ଦିଷ୍ଟ ଅଦାଲତ … Read More

ମେ ୧୪ରେ ଓସିଏସ୍ ଆନ୍‌ଥ୍ରୋପୋଲୋଜି ପରୀକ୍ଷା

କଟକ, ୩୦।୪: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଓଡ଼ିଶା ସିଭିଲ ସର୍ଭିସେସ (ଓସିଏସ୍‌) ମୁଖ୍ୟ ପରୀକ୍ଷା ୨୦୨୩ ଅନ୍ତର୍ଗତ ଆନ୍‌ଥ୍ରୋପୋଲୋଜି ଐଚ୍ଛିକ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ଜାରି କରିଛି। ଆସନ୍ତା ୧୪ ମେ ୨୦୨୫ରେ ଏହି ବିଷୟର ଏକ ସାନି … Read More

ଆସନ୍ତା ୫ ବର୍ଷରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪: ବିଭିନ୍ନ କୃଷକ କଲ୍ୟାଣକାରୀ ଯୋଜନା ଯଥା -ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା, ଫସଲ ବିବିଧିକରଣ ଓ ସମନ୍ବିତ କୃଷି କାର୍ଯ୍ୟକ୍ରମ ଏବଂ ଶ୍ରୀଅନ୍ନ ଅଭିଯାନ ଭଳି ଅନେକ ଯୋଜନା ରାଜ୍ୟରେ କାର୍ଯ୍ୟକାରୀ କରାଯାଇ ଚାଷୀମାନଙ୍କ ଅମଳ ଓ ରୋଜଗାର ବୃଦ୍ଧି … Read More

ପିସିସି ସଭାପତି ଭକ୍ତ ଚରଣ ଦାସ ଦେଶବାସୀଙ୍କ ନିକଟରେ ନିସର୍ତ୍ତ କ୍ଷମା ପ୍ରାର୍ଥନା କରନ୍ତୁ: ବିଜେପି

ଭୁବନେଶ୍ବର: ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣାକୁ ନେଇ ପିସିସି ସଭାପତି ଭକ୍ତ ଚରଣ ଦାସ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିବା ଘଟଣାରେ ଆଜି ବିଜେପି ମୁଖପାତ୍ର ଅନୀଲ ବିଶ୍ବାଳ ଭକ୍ତ ଚରଣ ଦାସ ଓ କଂଗ୍ରେସ ଉପରେ ବର୍ଷିଛନ୍ତି। ଏକ ସାମ୍ବାଦିକ … Read More

ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ … Read More

ଅକ୍ଷୟ ତୃତୀୟାରେ ଅକ୍ଷି ମୁଠି ଅନୁକୂଳ କଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

ବରଗଡ : ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ସରକାରୀ କୃଷି ଫାର୍ମ ଚକୁଳିରେ ରାଜସ୍ବ ମନ୍ତ୍ରୀ ତଥା କେନ୍ଦ୍ର ମନ୍ତ୍ରୀ ସୁରେଶ ପୂଜାରୀ ଜିଲ୍ଲାସ୍ତରୀୟ  ଭୂମି ପୂଜନ ସହ ଅକ୍ଷି ମୁଠି ଅନୁକୂଳ କରିଛନ୍ତି ।ବରଗଡ଼ ଜିଲ୍ଲା ପାଲ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ … Read More

ଏବେ ଲଢ଼େଇ ଡିପ୍ଲୋମାଟିକ୍ ନୁହେଁ କାଇନେଟିକ୍ ହେବ: ଶଶି ଥରୁରଙ୍କ ଚେତାବନୀ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶରେ କ୍ରୋଧର ବାତାବରଣ ରହିଛି। ସେହି ସମୟରେ, ଭାରତ ସରକାର ପାକିସ୍ତାନ ବିରୁଦ୍ଧରେ ଅନେକ କଠୋର ନିଷ୍ପତ୍ତି ନେଇଛନ୍ତି। ଦୁଇ ଦେଶ ମଧ୍ୟରେ ଉତ୍ତେଜନା ବହୁତ ବୃଦ୍ଧି ପାଇଛି। ଏହି ସମୟରେ … Read More

ଅକ୍ଷୟ ତୃତୀୟାରୁ ଆକାଶବାଣୀ ସମ୍ବଲପୁର କେନ୍ଦ୍ରରୁ ଆରମ୍ଭ ହେବ ପ୍ରତି ଘଣ୍ଟାର ମୁଖ୍ୟ ସମ୍ବାଦ

ସମ୍ବଲପୁର : ଆକାଶବାଣୀ ସମ୍ବଲପୁର ଆଞ୍ଚଳିକ ସମ୍ବାଦ ବିଭାଗ ପକ୍ଷରୁ ଆସନ୍ତାକାଲି (ଏପ୍ରିଲ ୩୦) ଅକ୍ଷୟ ତୃତୀୟା ଠାରୁ ପ୍ରତ୍ୟେକ ଦିନ ଅପରାହ୍ନ ୪ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଘଣ୍ଟାରେ ଖବର ଶୀର୍ଷକ (News Headlines) ପ୍ରସାରଣ କରାଯିବ। ଶ୍ରୋତାମାନେ … Read More

ପହଲ୍‌ଗାମ୍‌ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ : କଟକରେ ଏନଆଇଏ ଟିମ୍‌ । କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍‌ ମଙ୍ଗଳବାର ପଚରାଉଚରା କରିଛନ୍ତି। ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ … Read More

ମେ ୨ରୁ ଓଜେଇଇ: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଭୁବନେଶ୍ୱର,୨୯ା୪: ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ … Read More