‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

ଭୁ‌ବନେଶ୍ବର: ଓଡ଼ିଶାରେ ‘ଆୟୁଷ୍ମାନ ଭାରତ’ ଯୋଜନା ଲାଗୁ ହେବା ପରେ ପ୍ରଥମ ଥର ଲାଗି ଘରୋଇ ହସ୍ପିଟାଲମାନଙ୍କୁ କଡ଼ା ତାଗିଦ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ। ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ସେ କହିଛନ୍ତି। ଆୟୁଷ୍ମାନରେ ଅବହେଳା କଲେ ଦୃଢ଼ … Read More

ଭାରତର ଯୁଦ୍ଧାଭ୍ୟାସ ନେଇ ପାକିସ୍ତାନ ଭୟଭୀତ: ଇସଲାମାବାଦ-ରାୱଲପିଣ୍ଡିରେ ଉଡୁଛି ଯୁଦ୍ଧ ବିମାନ

ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନ ବାୟୁସେନା କରାଚୀ, ଇସଲାମାବାଦ, ରାୱଲପିଣ୍ଡି ଏବଂ ସ୍କାର୍ଦୁ ଉପରେ ବିମାନ ପାଟ୍ରୋଲିଂକୁ ଯଥେଷ୍ଟ ବୃଦ୍ଧି କରିଛି। ପାକିସ୍ତାନ ଭୟ କରୁଛି ଯେ, ଭାରତ ଯେକୌଣସି ସମୟରେ ପାକିସ୍ତାନ ଉପରେ ଆକ୍ରମଣ କରିପାରେ। ଭାରତୀୟ … Read More

ସେନାକୁ ନିଷ୍ପତ୍ତି ନେବାର ଅଧିକାର ଦେଲେ ସରକାର : ଆକ୍ରମଣର ଲକ୍ଷ୍ୟ ଓ ସମୟ ସ୍ଥିର କରିବ ସେନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀଙ୍କ ବାସଭବନରେ ମଙ୍ଗଳବାର ସଂଧ୍ୟାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକ ଶେଷ ହୋଇଛି। ପାକିସ୍ତାନକୁ ଜବାବ ଦେବାକୁ ଏହି ବୈଠକରେ ଭାରତର ତିନି ସେନାକୁ ସଂପୂର୍ଣ୍ଣ ସ୍ବାଧୀନତା ଦିଆଯାଇଛି । ସେନା ଆକ୍ରମଣର ଟାର୍ଗେଟ୍ ଓ ସମୟ ସ୍ଥିର … Read More

ଭାରତୀୟ ମହାକାଶଚାରୀ ଶୁଭାଂଶୁ ଶୁକ୍ଳା ମେ ୨୯ ରେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନକୁ ଯିବେ

ନୂଆଦିଲ୍ଲୀ, ୨୯।୪: ଭାରତର ମହାକାଶ ଇତିହାସରେ ଆଉ ଏକ ଗୌରବମୟ ଅଧ୍ୟାୟ ଯୋଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଳା। ଆସନ୍ତା ମେ ୨୯, ୨୦୨୫ରେ ସେ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ (ISS) ଅଭିମୁଖେ ଉଡ଼ାଣ କରିବେ। ଏକ୍ସିଅମ … Read More

ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତୀ ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ: ଜଷ୍ଟିସ ଭୂଷଣ ରାମକୃଷ୍ଣ ଗାଭାଇ ହେବେ ଭାରତର ପରବର୍ତ୍ତି ନୂଆ ମୁଖ୍ୟ ବିଚାରପତି । ସେ ହେବେ ଭାରତର ୫୨ତମ ମୁଖ୍ୟ ବିଚାରପତି । ତାଙ୍କ ନାମକୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ନାମକୁ ଅନୁମୋଦନ କରିଛନ୍ତି । … Read More

ପାକିସ୍ତାନ ହେବ ଦୁଇଭାଗ: ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ହେବ!

ଇସଲାମାବାଦ: ଭାରତ ସହିତ ଉତ୍ତେଜନା ମଧ୍ୟରେ, ପାକିସ୍ତାନର ସିନ୍ଧ୍ ପ୍ରଦେଶରେ ଏକ ସ୍ୱତନ୍ତ୍ର ସିନ୍ଧୁଦେଶ ଗଠନ ପାଇଁ ବ୍ୟାପକ ବିରୋଧ ପ୍ରଦର୍ଶନ ଆରମ୍ଭ ହୋଇଛି। ଲୋକମାନେ ବିପର୍ଯ୍ୟୟରେ ସୁଯୋଗ ଖୋଜିବାକୁ ଚେଷ୍ଟା କରୁଛନ୍ତି ଏବଂ ଏହା ଦେଖାଯାଉଛି ଯେ, ସେମାନେ ଭାରତର … Read More

ମେ’ ୧ ଓ ୨ରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ

ନୂଆଦିଲ୍ଲୀ : ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ମେ’ ପହିଲା ଓ ୨ ତାରିଖରେ ମହାରାଷ୍ଟ୍ରର ଲୋନାଭାଲାଠାରେ ଜାତୀୟ ଆୟୁଷ ମିଶନ ସମ୍ମିଳନୀ ଆୟୋଜନ କରାଯିବ। ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଭାରତରେ ଆୟୁଷ ଭିତ୍ତିକ ସ୍ୱାସ୍ଥ୍ୟସେବାର ଭବିଷ୍ୟତ ଗଠନ ପାଇଁ ଏକ … Read More

ପହଲଗାମ ଆକ୍ରମଣ : ସନ୍ଦେହରେ ଜିପ୍ ଲାଇନ ଅପରେଟର

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ବାପା ଏକ ବୟାନ ଦେଇଛନ୍ତି। ଅନନ୍ତନାଗ … Read More

ଜୁନ ପ୍ରଥମ ସପ୍ତାହରେ ସଂପୂର୍ଣ୍ଣ ହେବ ରାମ ମନ୍ଦିର : ନୃପେନ୍ଦ୍ର ମିଶ୍ର

ଅଯୋଧ୍ୟା : ଅଯୋଧ୍ୟାର ରାମ ମନ୍ଦିରର ନିର୍ମାଣ କାର୍ଯ୍ୟ ଆସନ୍ତା ଜୁନ ମାସ ପ୍ରଥମ ସପ୍ତାହ ସୁଦ୍ଧା ସଂପୂର୍ଣ୍ଣ ହେବ । ଜୁନ ୫ ସୁଦ୍ଧା ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହେବ ଓ ଏହାର ୧-୨ ଦିନ ସୁଦ୍ଧା ଲୋକମାନେ ନବନିର୍ମିତ … Read More

କାନାଡ଼ାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କାନାଡାର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବା ମାର୍କ କାର୍ନି ଏବଂ ତାଙ୍କ ବିଜୟ ପାଇଁ ଲିବରାଲ ପାର୍ଟିକୁ ଅଭିନନ୍ଦନ ଜଣାଇଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି, ଭାରତ ଏବଂ କାନାଡା … Read More