ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ରାହୁଲ ଓ ଖଡଗେଙ୍କ ଚିଠି
ନୂଆଦିଲ୍ଲୀ : ପହଲଗାଓଁ ଆକ୍ରମଣ ପ୍ରସଙ୍ଗରେ ସଂସଦର ସ୍ଵତନ୍ତ୍ର ଅଧିବେଶନ ଡକାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ଖଡଗେ କହିଛନ୍ତି, ଏଭଳି ସମୟରେ ଆମେ ଏକ ରହିଛୁ ବୋଲି … Read More
