ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ, ଶଳା ଆକ୍ରମଣରେ ଜ୍ୱାଇଁ ମୃତ

ଖୋର୍ଦ୍ଧା : ଜଟଣୀ ଇନ୍ଫୋଭେଲି ଥାନା ଗ୍ରାମଣ୍ଡିହ ଗ୍ରାମରେ ଅଘଟଣ । ଶ୍ୱଶୁର ଘରେ ଜ୍ୱାଇଁର ଉନ୍ମତ୍ତ କାଣ୍ଡ । ବିଳମ୍ବିତ  ମଧ୍ୟରାତ୍ରି ସମୟରେ ଧାରୁଆ ଅସ୍ତ୍ରରେ ସ୍ତ୍ରୀ ଓ ଶାଶୁକୁ ଆକ୍ରମଣ ପରେ ଶଳାର ପ୍ରତି ଆକ୍ରମଣରେ ଜ୍ୱାଇଁ ଦିବାକର ବସ୍ତିଆଙ୍କ … Read More

ପୋଖରୀରେ ବୁଡ଼ି ଚାଲିଗଲା ୩ନାବାଳକଙ୍କ ଜୀବନ

ନୟାଗଡ଼: ରବିବାର ଘଟିଛି ଅଭାବନୀୟ ଘଟଣା । ଗୋଡ଼ିବିଡ଼ା ଗ୍ରାମରେ ପୋଖରୀରେ ବୁଡ଼ି ତିନି ଜଣ ନାବାଳକଙ୍କର ମୃତ୍ୟୁ ହୋଇଛି । ପୋଖରୀରେ ଗାଧୋଉଥିବାବେଳେ ତିନି ନାବାଳକ ବୁଡି ଯାଇଥିଲେ । ଖବରମୁତାବକ, ନୟାଗଡ଼ ଦଶପଲ୍ଲା ଗୋଡ଼ିବାଡ଼ି ଗାଁରେ ଏହି ଅଘଟଣ … Read More

ସପା ସାଂସଦ ରାମଜୀଲାଲଙ୍କ ଉପରେ କରଣୀ ସେନାର ଆକ୍ରମଣ

ଲକ୍ଷ୍ନୌ : ସମାଜବାଦୀ ପାର୍ଟିର ରାଜ୍ୟସଭା ସାଂସଦ ରାମଜୀ ଲାଲ ସୁମନ ରବିବାର ଆଗ୍ରାରୁ ବୁଲନ୍ଦସହର ଯାଉଥିବା ବେଳେ ଆଲିଗଡ଼ରେ ତାଙ୍କ ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ଗୋଭନା ଟୋଲ୍ ପ୍ଲାଜା ନିକଟରେ କରଣୀ ସେନା ସହିତ ଜଡିତ ଲୋକମାନେ … Read More

ନଈରେ ପଡ଼ି ୨ ଯୁବକ ମୃତ, ଫଟୋ ଉଠାଉଥିବା ବେଳେ ଖସିପଡ଼ି ନିଖୋଜ ଥିଲେ

ଘଟଗାଁ : ନଈରେ ପଡ଼ି ୨ ଯୁବକ ମୃତ । କେନ୍ଦୁଝର ଜିଲ୍ଲା ହରିଚନ୍ଦନପୁର ଥାନା ପାଟହରା ଗୁମ୍ଫା ନିକଟ ନଈରେ ପଡ଼ି ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି । ଯାଜପୁର ଜିଲ୍ଲାର ୪ ଜଣ ଯୁବକ ବୁଲିବାକୁ ଆସିଥିଲେ । କେନ୍ଦୁଝର … Read More

ଭାରସାମ୍ୟ ହରାଇ ପ୍ରୋଟେକ୍ସନ ୱାଲକୁ ପିଟିଲା ବାଇକ; ୨ ମୃତ, ଜଣେ ଗୁରୁତର

ଭଦ୍ରକ: ରାସ୍ତାକଡ ପ୍ରୋଟେକ୍ସନ ୱାଲରରେ ପିଟିହେଲା ବାଇକ୍ । ଘଟଣାରେ ୨ ଜଣଙ୍କର ମୃତ ହୋଇଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି । ଏଭଳି ଘଟଣା ଘଟିଛି ଭଦ୍ରକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥ ବନ୍ତ ଛକ ଓଭର ବ୍ରିଜ … Read More

ରୁଷୀୟ ଜେନେରାଲଙ୍କୁ ହତ୍ୟା କରିଥିବା ୟୁକ୍ରେନର ଏଜେଣ୍ଟ ଗିରଫ

ମସ୍କୋ: ମସ୍କୋରେ ହୋଇଥିବା ବୋମା ବିସ୍ଫୋରଣ ମାମଲାରେ ରୁଷକୁ ବଡ଼ ସଫଳତା ମିଳିଛି। ମସ୍କୋ ବାହାରେ ଏକ କାର୍ ବୋମା ବିସ୍ଫୋରଣରେ ଜଣେ ରୁଷ ଜେନେରାଲଙ୍କୁ ହତ୍ୟା କରିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ରୁଷିଆର ଗୁଇନ୍ଦା ସେବା ଏ ବିଷୟରେ … Read More

ପ୍ରଶାନ୍ତଙ୍କ ମୃତ୍ୟୁ ପରେ ତାଙ୍କ ନାଁରେ ଚାଲିଛି ମିଛ ଅନୁକମ୍ପା ଆଦାୟ

ବାଲେଶ୍ଵର: ଆମେ ଫଣ୍ଡ ରେଜ କରିବାକୁ କାହାକୁ କହିନାହୁଁ ଆଜ୍ଞା । ଯିଏ ବି ଫଣ୍ଡ ରେଜ କରୁଛନ୍ତି ଆମର ମତାମତ ନିଅନ୍ତୁ । ଆମ ଘରର କାହାର ମତାମତ ଏଯାଏଁ ନିଆଯାଇ ନାହିଁ । ଯିଏ ବି ସହୃଦୟ ବ୍ୟକ୍ତି … Read More

ସୀମାନ୍ତରେ ବଡ ମାଓ ବଙ୍କର ଠାବ କଲେ ଯବାନ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲ୍ଲାରୁ ପୁଣି ଏକ ମାଓ ବଙ୍କର ଠାବ କରିଛନ୍ତି ସୁରକ୍ଷାବାହିନୀ । ସୁକମା ସୀମାନ୍ତବର୍ତ୍ତୀ ଜଂଗଲରେ ନକ୍ସଲ ଲୁଚି ରହିବା ପାଇଁ ମାଓ ସଂଗଠନ ପକ୍ଷରୁ ଏହି ବଡ଼ ବଙ୍କର ନିର୍ମାଣ କରାଯାଇଥିଲା … Read More

ହଠାତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାପରେ ଭାରତକୁ ଦାୟୀ କଲା ପାକିସ୍ତାନ

ନୂଆଦିଲ୍ଲୀ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତର କାର୍ଯ୍ୟାନୁଷ୍ଠାନ ଯୋଗୁଁ ପାକିସ୍ତାନକୁ ସବୁ ଦିଗରୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଭାରତ ସିନ୍ଧୁ ଜଳ ଚୁକ୍ତିନାମା ସ୍ଥଗିତ କରିବା ପରେ ପାଣି ପାଇଁ ପାକିସ୍ତାନ ହନ୍ତସନ୍ତ ହୋଇଯିବ ବୋଲି କୁହାଯାଉଛି। ଗତ … Read More

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ

ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ ।  ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ ।  ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ … Read More