ନୀରପେକ୍ଷ ତଦନ୍ତ ପାଇଁ ପାକିସ୍ତାନର ପ୍ରସ୍ତାବ
ନୂଆଦିଲ୍ଲୀ : ପହଲଗାମ୍ ହମ୍ଲା ପରେ ଭାରତର ଆକ୍ସନ ନେଇ ଛାନିଆ ହେଲା ପାକିସ୍ତାନ । ନୀରପେକ୍ଷ ତଦନ୍ତ ପାଇଁ ପ୍ରସ୍ତାବ ଦେଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ୍ ସରିଫ୍। ଆରମ୍ଭ ରୁ ତୋଡ ଦେଖାଉଥିବା ପାକ୍ ଏବେ ନରମିଛି। ସିନ୍ଧୁ ଜଳଚୁକ୍ତି … Read More
