ନିର୍ମାଣାଧୀନ ଘରୁ ମିଳିଲା ୪ ବର୍ଷ ଶିଶୁକନ୍ୟାର ମୃତଦେହ, ଦୁଷ୍କର୍ମ ପରେ ହତ୍ୟା ସନ୍ଦେହ

ଗଞ୍ଜାମ: ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଘଟିଛି ଲଜ୍ଜାଜନକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍‌ ଚଳାଇଛି। ଗତ ୧୮ ତାରିଖରୁ ଚାଲିଥିବା ଯାତ୍ରା … Read More

ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ବାହାରିଲେ ୫୫୦ ବାଂଲାଦେଶୀ

ପାକିସ୍ତାନୀଙ୍କୁ ଖୋଜୁ ଖୋଜୁ ଧରାପଡ଼ିଲେ ବାଂଲାଦେଶୀ। ଜଣେ କି ଦୁଇଜଣ ନୁହନ୍ତି, ୫୫୦ରୁ ଅଧିକ ବାଂଲାଦେଶୀଙ୍କୁ ଚିହ୍ନଟ କଲା ପ୍ରଶାସନ। ଏହା ହେଉଛି ଗୁଜରାଟର ଅବସ୍ଥା। ପହଲଗାଓଁ ଆକ୍ରମଣ ପରେ ପାକିସ୍ତାନୀ ନାଗରିକଙ୍କୁ ଭାରତ ଛାଡ଼ି ପଳାଇବାକୁ ନିର୍ଦେଶ ଦିଆଯାଇଛି। ସ୍ଵରାଷ୍ଟ୍ର … Read More

କଟକରେ ତିନି ପାକିସ୍ତାନୀ ନାଗରିକ, କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ

କଟକ : କଟକରେ ତିନି ଜଣ ପାକିସ୍ତାନ ନାଗରିକ ଅଛନ୍ତି । ବିଭିନ୍ନ ଭିସା ବଳରେ ସେମାନେ ଭାରତ ଆସିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ ଚିହ୍ନଟ ପ୍ରକ୍ରିୟା ଆରମ୍ଭ। ଚିହ୍ନଟ କରି ଗୃହ ବିଭାଗକୁ ତଥ୍ୟ ଦେବ ପୋଲିସ । … Read More

ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା: ଗଣମାଧ୍ୟମ ଚ୍ୟାନେଲ ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଜାରି

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଜାରି ଉତ୍ତେଜନାକୁ ଦୃଷ୍ଟିରେ ରଖି, କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଗଣମାଧ୍ୟମ ଚ୍ୟାନେଲ ପାଇଁ ଏକ ପରାମର୍ଶ ଜାରି କରିଛି। ଜାତୀୟ ସୁରକ୍ଷାକୁ ଧ୍ୟାନରେ ରଖି ଏହି … Read More

ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ନିୟୋଜିତ ହେଲେ ସ୍ଵତନ୍ତ୍ର ବାହିନୀ, ୨୮ ପୂର୍ବରୁ ଦାୟିତ୍ୱ ନେବାକୁ ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିରର ସୁରକ୍ଷା ଓ ଶୃଙ୍ଖଳା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ନିୟୋଜିତ ହେଲେ ଶ୍ରୀମନ୍ଦିର ସ୍ୱତନ୍ତ୍ର ସୁରକ୍ଷା ବାହିନୀ କମାଣ୍ଡାଣ୍ଟଙ୍କ ସହ ଦୁଇଜଣ ଡେପୁଟି କମାଣ୍ଡାଣ୍ଟ ଓ ତିନିଜଣ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ। ଆସନ୍ତା ୨୮ ତାରିଖ ପୂର୍ବରୁ ଏମାନଙ୍କୁ … Read More

ଭାରତକୁ ବିଲାଓ୍ବଲ ଭୁଟ୍ଟୋଙ୍କ ଧମକ; ସିନ୍ଧୁ ନଦୀରେ ଜଳ ବହିବ ନଚେତ ଭାରତୀୟଙ୍କ ରକ୍ତ ବହିବ

ପହଲଗାଓଁ ଆକ୍ରମଣକୁ ନେଇ ଭାରତ ପାକିସ୍ତାନ ଉପରେ ବହୁ କୂଟନୈତିକ କଟକଣା ଲାଗୁ କରିଛି। ଏହାକୁ ନେଇ ପାକିସ୍ତାନର ବାଚାଳାମୀ ଆରମ୍ଭ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଠୋର ଚେତାବନୀ ପରେ ପାକିସ୍ତାନ ସରକାର ଭୟଭୀତ ହୋଇପଡ଼ିଛନ୍ତି। କିନ୍ତୁ ପାକିସ୍ତାନର ବିରୋଧୀ … Read More

ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍‌, ପତ୍ନୀ ଓ ପୁଅଙ୍କୁ କରୁଛନ୍ତି ପଚରାଉଚରା

ବାଲେଶ୍ଵର: ବାଲେଶ୍ଵରରେ ପହଞ୍ଚିଛି ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ଟିମ । ମୃତ ପ୍ରଶାନ୍ତ ଶତପଥୀଙ୍କ ଘରେ ପହଞ୍ଚିଲେ NIA ଟିମ୍ । ଇଶାଣୀ ଗ୍ରାମର ପ୍ରଶାନ୍ତ କୁମାର ଶତପଥୀ ଜାମ୍ମୁ-କାଶ୍ମୀରର ପହଲଗାଓଁରେ ଆତଙ୍କବାଦୀ ଆକ୍ରମଣର ଶିକାର ହୋଇଥିଲେ। ପ୍ରଶାନ୍ତଙ୍କ ପତ୍ନୀ ଓ ପୁଅଙ୍କୁ … Read More

ଭାରତର ଆକ୍ରମଣ ଭୟରେ ଚୀନ୍‌ ଶରଣରେ ପାକିସ୍ତାନ

ଇସଲାମାବାଦ: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ପାକିସ୍ତାନ ଭାରତ ପକ୍ଷରୁ ଆକ୍ରମଣର ଭୟ କରୁଛି। ଗତ ଦୁଇ ଦିନ ଧରି ଭାରତକୁ ପରମାଣୁ ଆକ୍ରମଣର ଧମକ ଦେଉଥିବା ପାକିସ୍ତାନ ଶନିବାର ନୂତନ କୌଶଳ ଆପଣେଇଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହବାଜ ସରିଫ … Read More

ଗାଡି ସାଇଡ ମରାକୁ ନେଇ ତୁମୁଳକାଣ୍ଡ : ବିବାହ ଶୋଭାଯାତ୍ରାରେ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ

ବାଙ୍କୀ: ବିବାହ ଶୋଭାଯାତ୍ରାରେ ବୁଲିଲା ଖଣ୍ଡା । ବାଙ୍କୀରେ ଗାଡ଼ି ସାଇଡ ମରାକୁ ନେଇ ଖଣ୍ଡାରେ ହାଣିଲେ ବରଯାତ୍ରୀ ଦଳ । ତିଗିରିଆ ଥାନା ବିନ୍ଧାଣିମା ଗାଁର ପ୍ରାୟ ଶହେରୁ ଅଧିକ ବରଯାତ୍ରୀ ବୈଦେଶ୍ୱର ଗାଁରୁ ବିବାହ ସ୍ଥଳକୁ ପ୍ରସେସନ୍ କରି ଯାଉଥିବା … Read More

ଭୁବନେଶ୍ୱର ସମେତ ଦେଶର ୪୭ଟି ସ୍ଥାନରେ ରୋଜଗାର ମେଳା, ନିଯୁକ୍ତିପତ୍ର ବାଣ୍ଟିବେ ମୋଦି

ଭୁବନେଶ୍ୱର: ଶନିବାର ଭୁବନେଶ୍ୱରରେ ୧୫ତମ ରୋଜଗାର ମେଳା ଆୟୋଜିତ ହେବାକୁ ଯାଉଛି। କେବଳ ଭୁବନେଶ୍ୱର ନୁହେଁ ଦେଶର ୪୭ଟି ସ୍ଥାନରେ ଏହି ମେଳା ହେବାକୁ ଯାଉଛି। ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ ଓ ପିଲାଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ। ଏହି … Read More