ଡେଲାଙ୍ଗରେ ନକଲି ଟଙ୍କା କାରବାର, ୩ ଅଟକ
ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ … Read More
ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ … Read More
ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା … Read More
ଭୁବନେଶ୍ୱର,୨୪ା୪: ଗୁରୁବାର ଓଡ଼ିଶାର କିଛି ଅଞ୍ଚଳ ପାଇଁ ଗ୍ରୀଷ୍ମ ଲହରୀ ଚେତାବନୀ ଜାରି କରାଯାଇଛି। ରାଜ୍ୟର ଅନେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଆଲର୍ଟ ଜାରି କରିଛି। ଆଇଏମଡି ପୂର୍ବାନୁମାନ … Read More
ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗ ପକ୍ଷରୁ ଅବଢ଼ା ଓ ଶୁଖିଲା ମହାପ୍ରସାଦ ପ୍ରସ୍ତୁତକାରୀଙ୍କ ଏକ … Read More
ଭୁବନେଶ୍ବର: ରାଜ୍ୟ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଲ କୁମାର ଦେବଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ଅକ୍ଷୟ ଶକ୍ତି ନୀତି-୨୦୨୨ ଆଧାରରେ ଦଶମ ସିଙ୍ଗଲ୍ ୱିଣ୍ଡୋ କମିଟି (ଏସ୍.ଡବ୍ଲ୍ୟୁ.ସି)ର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୧୧୯୧.୪୭ କୋଟି ଟଙ୍କାର ପୁଞ୍ଜିନିବେଶ … Read More
ଖୋର୍ଦ୍ଧା: ଭାରତୀୟ ନୌସେନାର ନିଯୁକ୍ତି ପ୍ରକ୍ରିୟାରେ ବଡ଼ଧରଣର ଦୁର୍ନୀତି ହୋଇଥିବା ନେଇ ଜଣାପଡ଼ିଛି। ଅଗ୍ନିବୀର ପରୀକ୍ଷାରେ ପାସ୍ କରାଇ ଦେବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ଠାରୁ ଟଙ୍କା ଲାଞ୍ଚ ନେଇ ୩ ଜଣ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତମାନେ ହେଲେ … Read More
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର କହିଛନ୍ତି, ଓଡିଶାର ପୁଲିସ ବାହିନୀକୁ ଦକ୍ଷ ଓ ଶୃଙ୍ଖଳିତ କରି ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟ ପୁଲିସ ବାହିନୀରେ ପ୍ରାୟ ୧୬ ହଜାର ପଦବି … Read More
ଭୁବନେଶ୍ଵର : ବସ୍ତି ଉଚ୍ଛେଦ ଓ ସମସ୍ତ ନାଗରିକଙ୍କ ପାଇଁ ସମ୍ମାନଜନକ ଜୀବନଯାପନ ସୁନିଶ୍ଚିତ କରିବାରେ ସୁଲଭ ଆବାସର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁତ୍ବାରୋପ କରିଛନ୍ତି । କ୍ରେଡାଇ ଓଡ଼ିଶା … Read More
କେନ୍ଦୁଝର : ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟକୁ ଗୁରୁବାରଠାରୁ ଜାତୀୟ ଉଦ୍ୟାନ ମାନ୍ୟତା ମିଳିଛି। ଏହା ଆଜି ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ (ନ୍ୟାଶନାଲ)ର ମାନ୍ୟତା ପାଇ ନ ଥିଲା। ତେବେ ଓଡ଼ିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ … Read More
ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର କୌଣସି ପ୍ରମାଣ ଅଛି, ତେବେ ତାହା ଉପସ୍ଥାପନ କରିବା ଉଚିତ। ଜାତୀୟ ସୁରକ୍ଷା କମିଟି … Read More